Monthly Archives

February 2021

କଂଗ୍ରେସ ଦଳରୁ ଇସ୍ତଫା ଦେଲେ ଜିଲ୍ଲା ମହିଳା କଂଗ୍ରେସ କମିଟିର ସଭାନେତ୍ରୀ ସବିତା ରାଣୀ ଧୀର

ଅନୁଗୁଳ : ଅନୁଗୁଳ ଜିଲ୍ଲା ମହିଳା କଂଗ୍ରେସ କମିଟିର ସଭାନେତ୍ରୀ ସବିତା ରାଣୀ ଧୀର ନିଜ ପଦରୁ ତଥା କଂଗ୍ରେସ ଦଳରୁ ଗତକାଲି ଇସ୍ତଫା ଦେଇଛନ୍ତି । ଗତ ୨୦୧୫ ମସିହାରୁ ସେ ଜିଲ୍ଲା ମହିଳା କଂଗ୍ରେସ କମିଟିର ସଭାନେତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରୁଥିବା ବେଳେ ତାଙ୍କ କାର୍ୟ୍ୟକାଳ ମଧ୍ୟରେ
Read More...

ବିଳମ୍ବିତ ରାତିରେ ଲାଗିଲା ନିଆଁ : ୪ ବଖରା ଘର ସହ ୪ଟି ବାଇକ ଜଳିଗଲା

ବ୍ରହ୍ମପୁର : ଗତକାଲି ବିଳମ୍ବିତ ରାତିରେ ବ୍ରହ୍ମପୁର ଉପକଣ୍ଠ କୁକୁଡାଖଣ୍ଡି ବ୍ଲକ ଝାଡାଙ୍କୁଲି ଗାଁରେ ଘରେ ଲୋକେ ଶୋଇଥିବା ବେଳେ ନିଆଁ ଲାଗିଥିଲା । ଫଳରେ ଲୋକ ଭୟରେ ବାହାରକୁ ଚାଲିଆସିଥିଲେ । ଦେଖୁଦେଖୁ ନିଆଁ ଏତେ ବଢ଼ିଯାଇଥିଲା ଯେ, ୪ ଛପର ଘର ପୂରା ପୋଡି ପାଉଁଶ ହେବା ସହ ପାଖରେ ଥିବା
Read More...

ଆସ‌ନ୍ତୁ ଜାଣିବା ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ସଜନା ଛୁଇଁ (ମୁନ୍‌ଗା) - ୧୦୦ ଟଙ୍କା, ଅଦା - ୬୦ ଟଙ୍କା, ରଷୁଣ - ୧୨୦ ଟଙ୍କା, ଟମାଟର୍‌ - ୧୬ ଟଙ୍କା, ଭେଣ୍ଡି -୬୦ ଟଙ୍କା, ବିମ୍‌ - ୬୦
Read More...

ବଲାଙ୍ଗିର ମାଟିର ଟାଣୁଆ ନେତା ଗିରିଧାରୀ ପତି ଚାଲିଗଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମାଟିର ଟାଣୁଆ ନେତା ଗିରିଧାରୀ ପତି(୫୭)ଙ୍କ ଆଜି ସକାଳୁ ଦେହାନ୍ତ ହୋଇ ଯାଇଥିବା ସୂଚନା ମିଳିଛି । ମାଉଥ୍‌ କ୍ୟାନ୍‌ସର୍‌ରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ସ୍ୱର୍ଗତ ପତି ଗୁରୁତର ହେବାରୁ ଗତକାଲି ମଧ୍ୟାହ୍ନ ସମୟରେ ତାଙ୍କୁ ବୁର୍ଲା
Read More...

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ପ୍ରବଳ ଜନସମାଗମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରର ୟୁନିଟ୍‌-୩ ସ୍ଥିତ ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ହସ୍ତଶିଳ୍ପ ପ୍ରଦର୍ଶନୀରେ ଗତକାଲି ଚତୁର୍ଥ ଦିବସରେ ହସ୍ତଶିଳ୍ପ କ୍ରୟ ପାଇଁ ଲୋକମାନଙ୍କର ଆଗ୍ରହ ବଢ଼ିଥିବା ପରିଲକ୍ଷିତ ହେଉଛି । ଏହି ପ୍ରଦର୍ଶନୀରେ ବିଶେଷ ଭାବରେ ଆୟୋଜିତ
Read More...

ରାୟଗଡା ଜିଲ୍ଲାରେ ବନ୍ଦ ପାଳନ

ରାୟଗଡା : ନୂତନ ଜିଏସଟି ଆଇନକୁ ସର୍ବଭାରତୀୟ ସ୍ତରରେ ବିରୋଧ କରାଯାଇଥିବା ବେଳେ ରାୟଗଡା ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବ ପଡିଛି । ରାୟଗଡା ବଣିକ ସଂଘ ତରଫରୁ ନୂତନ ଜିଏସଟି ଆଇନକୁ ବିରୋଧ କରି ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ଘଂଟିଆ ବନ୍ଦର ଡାକାରା ଦେଇଥିଲେ ।
Read More...

ଟିମ୍ ହ୍ୟୁମାନିଟର ଆଉ ଏକ ବଳିଷ୍ଠ ପଦକ୍ଷେପ : ଆବର୍ଜନାପୂର୍ଣ୍ଣ ଶ୍ମଶାନ ପରିସର ସଫେଇ କଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଗତ ଦିନରେ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ୟ୍ୟକରି ବେଶ୍ ପ୍ରଶଂସିତ ହୋଇଥିବା ବେଳେ ଟିମ୍ ହ୍ୟୁମାନିଟ୍ କନ୍ଧମାଳ ପକ୍ଷରୁ ଆରମ୍ଭ ହୋଇଥିଲା ଅନ୍ୟ ଏକ ନୂତନ ପଦକ୍ଷେପ । ସହରରେ ଥିବା ସମସ୍ତ ଆବର୍ଜନାପୂର୍ଣ୍ଣ ଶ୍ମଶାନ ପରିସରକୁ ସଫେଇ
Read More...

ଭାରତ ବନ୍ଦ : ବରଗଡ଼ ସହରର ବ୍ୟବସାୟୀ ସଂଘର ସମର୍ଥନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଏସଟିର ସରଳୀକରଣ ଦାବୀରେ ସର୍ବ ଭାରତୀୟ ବ୍ୟବସାୟୀକ ପ୍ରତିଷ୍ଠାନର ଆହ୍ବାନ କ୍ରମେ ଆଜି ଭାରତ ବନ୍ଦ ଡାକରାର ପ୍ରଭାବ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା । ବରଗଡ଼ ବ୍ୟବସାୟୀ ସଂଘ ଏହାର ସମ୍ପୁର୍ଣ୍ଣ ଭାବରେ ସମର୍ଥନ କରି ଦୋକାନ
Read More...

ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ଶ୍ରୀ ପୁରୁଷୋତ୍ତମପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ୬୧ ଜଣ ଛାତ୍ରଛାତ୍ରୀମାନଙ୍କୁ ନୂତନ ପୋଷାକ ଓ ଜୋତା ମୋଜା ବଣ୍ଟନ କରାଯାଇଛି । ରାଜ୍ୟ ସରକାରଙ୍କ କୋଭିଡ-୧୯ ଆଇନ ଅନୁଯାୟୀ ବିଦ୍ୟାଳୟକୁ ଛାତ୍ରଛାତ୍ରୀ ଆସିବାକୁ ବାରଣ
Read More...

ବିଭିନ୍ନ ସ୍କୁଲରେ ଓଡିଶୀ ନୃତ୍ୟ ପ୍ରଶିକ୍ଷଣ ଶିବିର

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଏବଂ ରାଜ୍ୟସ୍ତରୀୟ ସାଂସ୍କୃତିକ ଅନୁଷ୍ଠାନ ସୁଧାର ମିଳିତ ସହଯୋଗରେ ଡେଲାଙ୍ଗ ବ୍ଳକର ମହତାବ, ରାଧାକାନ୍ତ, ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ସର୍ବପଲ୍ଲୀ ବିଦ୍ୟାପୀଠ, ପୁରୁଷୋତ୍ତମପୁର ନୋଡାଲ ସରକାରୀ ଉଚ୍ଚ
Read More...