ନୂତନ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ବରିଷ୍ଠ ଆଇପିଏସ୍ ସୌମେନ୍ଦ୍ର ପ୍ରିୟଦର୍ଶୀ
ଭୁବନେଶ୍ୱର : କଟକ ଓ ଭୁବନେଶ୍ୱରର ନୂତନ ପୁଲିସ କମିସନର ଭାବେ ବରିଷ୍ଠ ଆଇପିଏସ୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଦାୟିତ୍ବ ଗ୍ରହଣ କରିଥିବା ସୂଚନା ମିଳିଛି । ପୂର୍ବ ପୁଲିସ କମିସନର ଡ.ସୁଧାଂଶୁ ଷଡ଼ଙ୍ଗୀ ଶ୍ରୀ ପ୍ରିୟଦର୍ଶୀଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି । ୧୯୯୫ ବ୍ୟାଚର ଆଇପିଏସ୍!-->…
Read More...
Read More...