tur
Daily Archives

ବନାଗ୍ନି ନିରାକରଣ ସଚେତନତା କର୍ମଶାଳା

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ଅରାଗଡ ଗ୍ରାମ ଠାରେ ବନାଗ୍ନି ନିରାକରଣ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ ବ୍ଲକର ବିଭିନ୍ନ ଜଙ୍ଗଲରେ ଅଗ୍ନିକାଣ୍ଡରେ ବହୁ ମୁଲ୍ୟବାନ ଗଛ, ଔଷଧୀୟ ବୃକ୍ଷ ଲତା ଜଳିଯାଉଛି, ଏହାକୁ ସ୍ଥାନୀୟ
Read More...

ଅଗ୍ନିକାଣ୍ଡରେ ୬ଟି ପରିବାରର ୧୦ବଖରା ଜଳିଗଲା

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ଶ୍ରୀପୁରୁଷତମପୁୁର ଗ୍ରାମ ପଚାଂୟତ ଚିତଳପୁର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୬ଟି ପରିବାର ୧୦ ବଖରା ଜଳିଗଲା । ବଳରାମ ମହାପାତ୍ର, ଶ୍ରୀକାନ୍ତ ମହାପାତ୍ର, ପ୍ରବୀର ମହାପାତ୍ର, ରବିନ୍ଦ୍ର ମହାପାତ୍ର୍ରଙ୍କ ୨ବଖରା ଲେଖାଏଁ
Read More...

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୪

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୧ ରହିଛି । ଆଜି ୨୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ
Read More...

ବୁର୍ଲା ସମଲେଶ୍ୱରୀ ନର୍ସିଂହୋମରେ ଚିକିତ୍ସା ଅଭାବରୁ ରୋଗୀ ମୃତ୍ୟୁ ଅଭିଯୋଗ

ସମ୍ୱଲପୁର : ସମ୍ବଲପୁର ଜି‌ଲ୍ଲା ବୁର୍ଲା ସମଲେଶ୍ୱରୀ ନର୍ସିଂହୋମରେ ଚିକିତ୍ସା ଅଭାବରୁ ରୋଗୀ ମୃତ୍ୟୁ ନେଇ ଅଭିଯୋଗ ହୋଇଛି । ମୃତକଙ୍କ ପରିବାର ଲୋକେ ବୁର୍ଲା ଥାନାରେ ଏନେଇ ଅଭିଯୋଗ କରିଛନ୍ତି । ସାକ୍ଷୀପଡା ଅଞ୍ଚଳର କୈଳାସ ବାଗ ବୁର୍ଲା ସମଲେଶ୍ୱରୀ ନର୍ସିଂହୋମରେ ଚିକିତ୍ସା ପାଇଁ ଭର୍ତ୍ତି
Read More...

ବରଗଡ଼ ଜିଲ୍ଲା ଆନ୍ତଃ କ୍ଲବ୍ ବରିଷ୍ଠ କ୍ରିକେଟ ପ୍ରତଯୋଗିତା : ଲରମ୍ଭା କଲେଜ ଓ ରବିଦାସ ଯୁବକ ସଂଘ ବିଜୟୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ଭିଜନ ୨୦- ୨୪ ଆନୁକୁଲ୍ୟରେ ଆଜି ବରଗଡ଼ ଲେଂଗୁ ମିଶ୍ର ମିନି ଷ୍ଟାଡିୟମ୍ ଓ ବିକାଶ ଷ୍ଟାଡିୟମରେ ଜିଲ୍ଲା କ୍ରିକେଟ ଆସୋସିଏସନ୍ ପକ୍ଷରୁ ଚାଲିଥିବା ଆନ୍ତଃ କ୍ଲବ୍ ବରିଷ୍ଠ କ୍ରିକେଟ ପ୍ରତିଯୋଗିତାରେ ଆଜିର ମ୍ୟାଚରେ
Read More...

କଳିଙ୍ଗ ଷ୍ଟୁଡିଓ ପୁନଃନିର୍ମାଣ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରସ୍ତାବିତ କଳିଙ୍ଗ ଷ୍ଟୁଡିଓ ପୁନଃନିର୍ମାଣ କାର୍ୟ୍ୟ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ । କଳିଙ୍ଗ ଷ୍ଟୁଡିଓକୁ ବିଶ୍ଵସ୍ତରୀୟ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ୨୦୦ କୋଟି ଟଙ୍କାର
Read More...

ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟିି ପ୍ରଶିକ୍ଷଣ ଶିବିର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠ, ଗଙ୍ଗପୁର ପାଟ୍ଟଣ. ଘୋରଡିଆର ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ପ୍ରଶିକ୍ଷଣ ଶିବିର ମାର୍ଚ୍ଚ ୨୨ରୁ ୨୪ ତିନି ଦିନ ବ୍ୟାପି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read More...

‘ସଂସ୍କୃତି ଓ ସଂସ୍କୃତି’ ପକ୍ଷରୁ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସାଂସ୍କୃତିକ ଅନୁଷ୍ଠାନ ‘ସଂସ୍କୃତି ଓ ସଂସ୍କୃତି’ ଏବଂ ‘ସଚେତନ ନାଗରିକ ଫୋରମ୍‌’, ଓଡ଼ିଶା ପକ୍ଷରୁ ଦ୍ୱୈତ ନଗରୀର ନୂତନ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଉଭୟ ଅନୁଷ୍ଠାନର ଏକ ପ୍ରତିନିଧି ଦଳ ଶ୍ରୀ
Read More...

ଛତ୍ରପୁରରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : ୪- ୩ ଗୋଲରେ କୋରାପୁଟ ଟିମ ବିଜୟୀ ହୋଇଛି

ବ୍ରହ୍ମପୁର, (କେ. ସତ୍ୟ ନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆ ଠାରେ ରାଜ୍ୟସ୍ତରୀୟ ଫୂଟବଲ ଟୁର୍ଣ୍ଣାମେଣ୍ଟ ବୁଧବାର ଅପରା‌ହ୍ନରେ ଉଦଘାଟିତ ହୋଇଯାଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତ ବାର୍ଷିକୀ ପାଳନ ଅବସରରେ ଜିଲ୍ଲାର
Read More...

ବିଶ୍ୱ ଯକ୍ଷ୍ମା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଭେଉଁରିଆ ଗାଁ କଲ୍ୟାଣ ସମିତି ଆନୁକୁଲ୍ୟରେ ସ୍ଥାନୀୟ ଅଙ୍ଗନବାଡ଼ି କେନ୍ଦ୍ର ଠାରେ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି । ଦେଉଳୀ ଉପକେନ୍ଦ୍ରର ମହିଳା ସ୍ୱାସ୍ଥ୍ୟକର୍ମୀ ଶ୍ରୀମତୀ ଉଜାଲା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା
Read More...