ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ସ୍ମାରକୀ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ : ଫାଇନାଲରେ କଟକ ବିଜୟୀ
ବ୍ରହ୍ମପୁର, (କେ. ସତ୍ୟ ନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ପୋଲିସ ପ୍ୟାରେଡ଼ ପଡ଼ିଆ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ସ୍ମାରକୀ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଶନିବାର ଉଦଯାପିତ ହୋଇଯାଇଛି । ଫାଇନାଲରେ ଏହି ମ୍ୟାଚରେ ସୋନପୁର ସହ କଟକ!-->…
Read More...
Read More...