ଛତ୍ରପୁରରେ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା : ଆଜି ଅପରାହ୍ନରେ ଫାଇନାଲ ଖେଳରେ କଟକ-ସୋନପୁର ମଧ୍ୟରେ ମୁକାବିଲା
ବ୍ରହ୍ମପୁର, (କେ. ସତ୍ୟ ନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ପୋଲିସ ପ୍ୟାରେଡ଼ ପଡ଼ିଆ ଠାରେ ଚାଲିଥିବା ବିଜୁ ପଟ୍ଟନାୟକ ଜନ୍ମ ଶତବାର୍ଷିକୀ ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଶୁକ୍ରବାର ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ସେମିଫାଇନାଲରେ କଟକ ଦଳ ୧ -୦ ଗୋଲ!-->…
Read More...
Read More...