Monthly Archives

March 2021

ଲାଞ୍ଚ ନେଇ ଫସିଲେ କନ୍ଧମାଳ ଜିଲାପାଳଙ୍କ କାର୍ୟ୍ୟାଳୟର ରେକର୍ଡ଼ ରୁମ୍‍ ଇନ୍‍ଚାର୍ଜ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲାପାଳଙ୍କ କାର୍ୟ୍ୟାଳୟର ରେକର୍ଡ଼ ରୁମ୍‍ ଇନ୍‍ଚାର୍ଜ ଅଶୋକ କୁମାର ପଟ୍ଟନାୟକଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି । ଜଣେ ବ୍ୟକ୍ତିଙ୍କୁ ତାଙ୍କର ପୁରୁଣା ଜମି ନଥିପତ୍ର ଯୋଗାଇଦେବା ପାଇଁ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ
Read More...

ଜଂଗଲକୁ ନିଆଁ ଦାଉରୁ ରକ୍ଷା ପାଇଁ ବନ ସୁରକ୍ଷା ସମିତି ଓ ବନ ବିଭାଗର ମିଳିତ ସଚେତନତା ରାଲି

କଂଟାବାଂଜି, (ଗୁରୁଦୟାଲ ହଂସ) : ଜଂଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ମଂଗଳବାର ଦିନ ବନ ସୁରକ୍ଷା ସମିତି ଢୋଲମାନ୍ଦଲ ଏବଂ ବନ ବିଭାଗ ଦ୍ୱାରା ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଛି । ତୁରେକେଲା ବ୍ଲକର ଉପାନ୍ତ ମାଓପ୍ରବଣ ଅଂଚଳ ଢୋଲମାନ୍ଦଲ ପଂଚାୟତ ସଦର ଗାଁରେ ହୋଇଥିବା ରାଲିରେ
Read More...

ବିଭିନ୍ନ ଦାବୀରେ କନ୍ଧମାଳ ଜିଲ୍ଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ : ଜିଲାପାଳଙ୍କୁ ଦାବୀପତ୍ର ପ୍ରଦାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର କନ୍ଧମାଳ ଜିଲାରେ କାର୍ୟ୍ୟରତ ପ୍ରାଣୀ ଚିକିତ୍ସକମାନେ ଆନ୍ଦୋଳନ କରିବା ସହିତ ଏନେଇ ଏକ ଦାବୀପତ୍ର କନ୍ଧମାଳ ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି । ଗତ ଦିନରେ ବୌଦ୍ଧ ଜିଲା ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ କାର୍ୟ୍ୟରତ ସମୟରେ
Read More...

କୁଲିତା ସମାଜ ଯୁବ ସଂଗଠନ ତରଫରୁ ଚୈତ୍ର ପୂଜା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସ୍ଥିତ ଶ୍ରୀ ଶ୍ରୀ ରମେଶ୍ୱର ରାମଚଣ୍ଡି ମନ୍ଦିର, ନୃସିଂନାଥ ପରିସର ମଧ୍ୟରେ କୁଲିତା ସମାଜ ଯୁବ ସଂଗଠନ ତରଫରୁ ଆସନ୍ତା ଏପ୍ରିଲ ମାସ ୨୬ ତାରିଖରୁ ୨୮ତାରିଖ ପର୍ୟ୍ୟନ୍ତ ୩ ଦିନ ଧରି ଶ୍ରୀ ଶ୍ରୀ ରମେ‌ଶ୍ୱର ରାମଚଣ୍ତିଙ୍କ ଚୈତ୍ର ପୂଜା ମହୋତ୍ସବ
Read More...

ଚାଷୀ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ଅଂଚଳର ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ପାଇକମାଳ ବ୍ଳକ କଂଗ୍ରେସ କମିଟି ପକ୍ଷରୁ ବରଗଡ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ପାଇକମାଳ ତହସିଲଦାରଙ୍କ ଜରିଆରେ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ଗତ ଖରିଫ୍ ଋତୁ ସମୟରେ ଧାନ
Read More...

ପଦ୍ମପୁରରେ ବିଜେପିର ମଣ୍ତଳ ସ୍ତରୀୟ ପ୍ରଶିକ୍ଷଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସ୍ଥାନୀୟ ରାଜାଜୀ ଟାଉନ ହଲ ଠାରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ସଦସ୍ୟ ମାନଙ୍କର ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା । ବରଗଡ଼ ଜିଲ୍ଲା ସାଧାରଣ ସମ୍ପାଦକ ସରୋଜ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ପରିଚାଳିତ ଉକ୍ତ ପ୍ରଶିକ୍ଷଣ ଶିବିର
Read More...

ଛାତ୍ରଛାତ୍ରୀଙ୍କ ସହ ବିଇଓଙ୍କ ଆଲୋଚନା

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକର ଯୁବାମାଲ, ଖାରିବାହାଲ, ଟିକ୍ରା ପଡା, କେଓମାଲ, କେନ୍ଦୁଉଡା ଓ ଜଳିଆଦରହ ସ୍କୁଲ ମାନଙ୍କରେ ଗତ ମାଟ୍ରିକ ପରୀକ୍ଷାରେ ୫୦ରୁ କମ ପ୍ରତିଶତ ରଖି ଥିବା ସ୍କୁଲକୁ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ
Read More...

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ସହିଦ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବଲାଙ୍ଗିର ଜିଲ୍ଲା ତରଫରୁ ଭଗତ ସିଂ, ରାଜଗୁରୁ ଓ ସୁଖଦେବଙ୍କ ସହିଦ ଦିବସ ବିଭିନ୍ନ କ୍ୟାମ୍ପସରେ ପାଳନ କରାଯାଇଛି । ଏହି ସହିଦ ଦିବସ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଶାଖା ତରଫରୁ ମଧ୍ୟ୍ ଫୁଲଦୀପ ଅର୍ପଣ କରି ପାଳନ କରାଯାଇଥିଲା
Read More...

ଓସିଏ ଭିଜନ ୨୦୨୪ : ଗାନ୍ଧିନଗର କ୍ରିକେଟ ଦଳ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମଠାରେ ଆୟୋଜିତ ଓସିଏ ଭିଜନ ୨୦୨୪ର ସିନିଅର ଇନଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତାରେ ଗାନ୍ଧିନଗର ଦଳ ବିଜୟ ଲାଭ କରିଛି । ଆଜିର ପ୍ରତିଯୋଗିତାରେ କଣ୍ଟାବାଞ୍ଜି ଦଳ ଓ ଗାନ୍ଧିନଗର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।
Read More...

ସହିଦ ଦିବସ ଅବସରରେ କେଶରୀୟା ହିନ୍ଦୁ ବାହିନୀ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦ‌ତ୍ତ ରଥ) : ଆଜି ସହିଦ ଦିବସ ଅବସରରେ କେଶରୀୟା ହିନ୍ଦୁ ବାହିନୀ ସୁବର୍ଣ୍ଣପୁର ଜିଲ୍ଲା କମିଟି ତରଫରୁ ଜିଲ୍ଲା ସଭାପତି ବ୍ୟାସଦେବ ମିଶ୍ରଙ୍କ ନେତୃତ୍ୱରେ ସୁବର୍ଣ୍ଣପୁର ଜିଲ୍ଲା ଖାରି ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ
Read More...