ବଲାଙ୍ଗିର ଜିଲ୍ଲାରେ ପୁଣି ବଢ଼ୁଛି କରୋନା ସଂକ୍ରମଣ : ଆଜି ଜିଲ୍ଲାରେ ୯ ଆକ୍ରାନ୍ତ ଚିହ୍ନଟ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ପୁଣି ବଢ଼ିବା ଆରମ୍ଭ ହୋଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ରହିଥିବା ବେଳେ ଆଜି ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ତେବେ ବଲାଙ୍ଗିର ମ୍ୟୁନିସିପାଲିଟି!-->…
Read More...
Read More...