Monthly Archives

March 2021

ଜନଗଣନା ପାଇଁ ଜିଲ୍ଲାପାଳ ପ୍ରଦାନ କଲେ ପଦକ ଓ ପ୍ରମାଣପତ୍ର

ଜଗତସିଂହପୁର : ଗତକାଲି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ସଦଭାବନା ସଭାଗୃହ ଠାରେ ଜନଗଣନାରେ ଉଲ୍ଲେଖନୀୟ କାର୍ୟ୍ୟ କରିଥିବା ୯ଜଣ ପରିଗଣନାକାରୀ (ଏନ୍ୟୁମରଟର) ଏବଂ ୨ଜଣ ପର୍ୟ୍ୟବେକ୍ଷଣକାରୀ (ସୁପରଭାଇଜର) ମାନଙ୍କୁ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପ୍ରଶଂସା କରି
Read More...

ବିଧାନସଭା ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣାରେ ବସିଲେ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଗତକାଲି ପୂର୍ବାହ୍ନରେ ଗୃହ ମୁଲତବୀ ହେବା ପରେ ଚାଷୀଙ୍କ ଧାନ କିଣା ଦୁର୍ନୀତିରେ ଲିପ୍ତ ଅଧିକାରୀ, ଅସାଧୁ ବ୍ୟବସାୟୀ ଏବଂ ମାଲିକ ମାନଙ୍କ ବିରୁଦ୍ଧରେ କାର୍ୟ୍ୟାନଷ୍ଠାନ ତଥା ମଣ୍ଡିରେ ପଡି ରହିଥିବା ଧାନ ଶୀଘ୍ର ଯିବା ଦାବୀରେ କଂଗ୍ରେସ ବିଧାୟକ ଦଳ ନେତା
Read More...

ଏଣିକି ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା ପାଇଁ ଗୋଟିଏ ନମ୍ବର “୧୧୨” ଡାଏଲ୍ କରି ସେବା ପ୍ରାପ୍ତ କରି…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏଣିକି ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ପାଇଁ ଆଉ ଅଲଗା ଅଲଗା ନମ୍ବରକୁ କଲ କରିବାକୁ ପଡ଼ିବନି । ୩ ପ୍ରମୁଖ ଜରୁରୀକାଳୀନ ସେବା ପାଇଁ ଗୋଟିଏ ନମ୍ବର "୧୧୨" ଡାଏଲ୍ କରି ସେବା ପ୍ରାପ୍ତ କରି ପାରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ
Read More...

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୫ : ଆଜି ୧୧୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୫ ରହିଛି । ଆଜି ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୬ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ
Read More...

ଲୁଟେରାଙ୍କ କଳା କାରନାମା : ସିମେଣ୍ଟ ଦୋକାନରୁ ଲୁଟିନେଲେ ୨୫ ହଜାର ଟଙ୍କା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସିମେଣ୍ଟ କିଣିବା ବାହାନାରେ ଆସି ସିମେଣ୍ଟ ଦୋକାନରୁ ଲୁଟିନେଲ ୨୫ ହଜାର ଟଙ୍କା। ଏମିତି ଏକ ଖବର ଦେଖିବାକୁ ମିଳିଛି ଭୁବନେଶ୍ୱର ନିଳାଦ୍ରୀ ବିହାରରେ ଥିବା ଏକ ସିମେଣ୍ଟ ଦୋକାନରେ । ଗତକାଲି ସନ୍ଧ୍ୟାରେ ଜଣେ ବ୍ୟକ୍ତି ପ୍ରଭୁମହିମା ସିମେଣ୍ଟ ଦୋକାନକୁ
Read More...

କୃଷି ଓଡିଶା- ୨୦୨୧ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ୬୫ଜଣ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି । କୃଷି ଓଡିଶା-୨୧ କାର୍ୟ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରିବା ଅବସରରେ ମାଛଚାଷ କୃଷକଙ୍କ ଆୟ ବହୁଗୁଣିତ କରିବା ତଥା ରାଜ୍ୟକୁ ମାଛ ଉତ୍ପାଦନରେ ‌ସ୍ୱାବଲମ୍ବୀ କରିବା ରାଜ୍ୟ
Read More...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୫ ପରିବାରର ୧୦ ବଖରା ଘର

ଭଦ୍ରକ : ଭଦ୍ରକ ଜିଲ୍ଲା ଚରମ୍ପା ବେଲମେଲା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ବେଲାମେଲା ଗାଁରେ ବିଳମ୍ବିତ ରାତ୍ରୀରେ ଶୋଇଥିବା ବେଳେ ୫ ପରିବାରର ୧୦ ବଖରାରେ କୌଣସି କାରଣରୁ ନିଆଁ ଲାଗି ଯାଇଥିବା ବେଳେ ନିଜ ଜୀବନ ବଞ୍ଚାଇବାକୁ ଯାଇ ଜୀବନ ବିକଳରେ ଦୋୖଡି
Read More...

ସଡକ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

ନୟାଗଡ଼ : ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ ବୋଲି ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଶରଣକୁଳ ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକରେ ବସିଥିବା ଅନ୍ୟ ୩ ଜଣ ଗୁରୁତର ଆହତ
Read More...

ପିଲାଚୋର ଭାବି ନିର୍ଦ୍ଧୁମ ଛେଚିଲେ

ବାଲେଶ୍ଵର : ପିଲା ଚୋର ଭାବି ୨ ଜଣ ଯୁବକଙ୍କୁ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ । ଏମିତି ଏକ ଖବର ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ରସୁଲପୁର ଗାଁରେ । ଏକ କାରରେ ୪ ଜଣ ଯୁବକ ପିଲା ଚୋରି କରି ଆସୁଥିବା ଗ୍ରାମବାସୀ ସନ୍ଦେହରେ କାରକୁ କାବୁ କରି ଆକ୍ରମଣ କରିବା ଫଳରେ ୨ ଜଣ
Read More...

ବଲାଙ୍ଗିର ସହରରେ ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ସଜନା ଛୁଇଁ (ମୁନ୍‌ଗା) – ୫୦ ଟଙ୍କା, ଅଦା – ୮୦ ଟଙ୍କା, ରଷୁଣ – ୧୨୦ ଟଙ୍କା, ଟମାଟର୍‌ – ୧୦ ଟଙ୍କା, ଭେଣ୍ଡି -୬୦ ଟଙ୍କା, ବିମ୍‌ – ୬୦ ଟଙ୍କା,
Read More...