ଗଛରେ ପିଟିହେଲା ଟାଟା ମାକ୍ସିମୋ ଗାଡି
ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ଶୁକ୍ରୁଳିରୁ କରଞ୍ଜିଆ ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ଟାଟା ମାକ୍ସିମୋ ଗାଡି । ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । କରଞ୍ଜିଆ ମେଡିକାଲରେ ସମସ୍ତଙ୍କୁ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ!-->…
Read More...
Read More...