ବଲାଙ୍ଗିର ମାଲପଡା ନାଗରିକ କମିଟି ବୈଠକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ୧୨୮ତମ ମାସିକିଆ ବୈଠକ ସ୍ଥାନୀୟ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ସଭାପତି ଯୁଧିଷ୍ଠିର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସଂପାଦକ ପଞ୍ଚାନନ ସେଠ ଗତ ମାସିକିଆ ବୈଠକର ବିସୃତ ବିବରଣୀ ପାଠ କରିଥିଲେ । ଉକ୍ତ ବୈଠକରେ,!-->…
Read More...
Read More...