Monthly Archives

March 2021

ବ୍ଲକସ୍ତରୀୟ ପଂଚାୟତିରାଜ ଓ ଲୋକସେବା ଦିବସ ପାଳିତ

ମନରେଗାରେ ଠେମରା ଓ ରୁରାଲ ହାଉସିଂରେ କପିଲାଭଟା ପଂଚାୟତକୁ ପ୍ରଥମ ପୁରସ୍କାରବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ପଂଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି । ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା,
Read More...

ଜିଲ୍ଲା ସ୍ତରୀୟ ପଞ୍ଚାୟତ ରାଜ ଓ ଲୋକ ସେବା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପଞ୍ଚାୟତ ରାଜ ଓ ଲୋକ ସେବା ଦିବସ ପାଳିତ ହୋଇଯାଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ଆୟୋଜିତ ଉତ୍ସବରେ ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ
Read More...

ଭିଡିଓ କନଫରେନ୍ସ ମାଧ୍ୟମରେ ମୋ ସେବା କେନ୍ଦ୍ର ଉଦଘାଟିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ତଥା ପଞ୍ଚାୟତ ରାଜ ଓ ଲୋକ ସେବା ଦିବସ ପାଳନ ଅବସରରେ ଆଜି ବରଗଡ଼ ଜିଲ୍ଲା ଅତାବିରା ଏନ୍‌ଏ୍‌ସି ଠାରେ ମୋ ସେବା କେନ୍ଦ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦଘାଟନ କରିଥିଲେ
Read More...

୧୦୫ ତମ ବିଜୁ ଜୟନ୍ତି ପାଳନ

ଅଗ୍ରଣୀ ଓଡିଶା ଗଠନରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ : ବିଧାୟକବୌଦ୍ଧ, (ବଂଶୀଧର ମାଝୀ) : କଣ୍ଟାମାଳ ବ୍ଲକ କୁଲୁତାଯୋର ପଞ୍ଚାୟତ ଟପର୍ଣ୍ଣା ସ୍ଥିତ କଲ୍ୟାଣ ମଣ୍ତପ ଠାରେ ବିଜେଡି ପକ୍ଷରୁ କଣ୍ଟାମାଳ ନିର୍ବାଚନ ମଣ୍ତଳୀ ସ୍ତରୀୟ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତି ସମାରୋହ
Read More...

ଗୀତିକାର ପଦ୍ମନାଭ ଦୁବେ ଜୟନ୍ତୀ ସମାରୋହ ଆୟୋଜିତ

କଳାହାଣ୍ଡି, (ହେମନ୍ତ ସାହୁ) : ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଗୀତିକାର ୰ପଦ୍ମନାଭ ଦୁବେଙ୍କ ଜୟନ୍ତୀ ସମାରୋହ ସ୍ଥାନୀୟ ଅମଲା ଭବନ ପରିସରରେ ଆୟୋଜିତ ହୋଇଯାଇଛି। ସମ୍ବାଦ ସାହିତ୍ୟ ଘର ପକ୍ଷରୁ ଆୟୋଜିତ ସମାରୋହକୁ ବିଶିଷ୍ଟ ଔପନ୍ୟାସିକ ତଥା ପୂର୍ବତନ ମନ୍ତ୍ରୀ ରାସବିହାରୀ
Read More...

ସ୍ବାମୀ ଦାମୋଦର ସଦା ବାବା ହତ୍ୟା ଘଟଣାର ପର୍ଦ୍ଦାଫାସ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲି କ୍ୟାମ୍ପ ନିକଟରେ ଅବସ୍ଥିତ ବାଳ ଯୋଗେଶ୍ବରୀ ଆଶ୍ରମ ପରିସରରେ ଘଟିଥିବା ସ୍ବାମୀ ଦାମୋଦର ସଦା ବାବା ହତ୍ୟା ଘଟଣାରେ ଜଣକୁ ଗିରଫ କରି ପୋଲିସ ରହସ୍ୟର ପର୍ଦ୍ଦାଫାସ କରିଛି । ଅଭିଯୁକ୍ତ ରେଙ୍ଗାଲି
Read More...

ବଲାଙ୍ଗିର ବିଜୁ ଜନତା ଦଳ ଆନୁକୁଲ୍ୟରେ ପ୍ରବାଦ ପୁରୁଷ ‌ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଜୟନ୍ତୀ ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ଠାରେ ବଲାଙ୍ଗିର ବିଜୁ ଜନତା ଦଳ ଆନୁକୁଲ୍ୟରେ ଯୁବନେତା ଅର୍କେଶ ନାରାୟଣ ସିଂହଦେଓଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୧୦ ଘଣ୍ଟା
Read More...

ବଙ୍ଗୋମୁଣ୍ଡାରେ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବିଜେଡି କାର୍ୟ୍ୟାଳୟ ପରିସରରେ ଆଜି ଉତ୍‌କଳ ବରପୁତ୍ର, ସାହସୀ ବୀର ଓଡିଆ, ମହାନ୍‌ ଜନନାୟକ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି
Read More...

ଜୁନିୟର ଇଂଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତା ଉଦଯାପିତ : ନାଏକ କ୍ରିକେଟ ଏକାଡେମୀ ଚମ୍ପିୟାନ, ସମର୍ପିତ ଶ୍ରେଷ୍ଠ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟାମ ଠାରେ ଓସିଏ ଭିଜନ ୨୦୨୪ ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତା ଅନ୍ତିମ ଦିବସରେ ନବକିଶୋର ଓ ନାଏକ ଏକାଡେମୀ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ନବକିଶୋର କ୍ରିକେଟ ଦଳ ପ୍ରଥମେ ବ୍ୟାଟିଂ କରି
Read More...

ଠିକା ବିଲ୍‌କୁ ନେଇ ଟଣା ଓଟରା : ପଞ୍ଚାୟତ ସମିତି ଅଧ୍ୟକ୍ଷ ଗିରଫ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ଠିକା ବିଲ୍‌କୁ ନେଇ ଟଣା ଓଟରା ପରିସ୍ଥିତି ସୃଷ୍ଟି ହେବା ପରେ ଶେଷରେ ପଦ୍ମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ କୁମରମଣି ନାଏକ ଗିରଫ୍‌ ହୋଇଥିବା ଜଣାପଡ଼ିଛି । ଏହି ଘଟଣାକୁ ନେଇ ସହରରେ ଚର୍ଚ୍ଚା ଜୋର୍‌ ଧରିଛି । ମିଳିଥିôବା ସୂଚନା ଅନୁସାରେ ପଦ୍ମପୁର ଥାନାରେ
Read More...