Daily Archives

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ପୂର୍ବାହ୍ନରେ ଗାନ୍ଧୀନଗରପଡ଼ା ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି, ରାଜେନ୍ଦ୍ର ପାର୍କ ସ୍ଥିତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତି, କଚେରୀ ଛକ
Read More...

ପାଇକମାଲ ମଣ୍ତଳ ପରିବର୍ଦ୍ଧିତ କାର୍ଯ୍ୟକାରିଣୀର ପ୍ରଥମ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି, ପାଇକମାଲ ମଣ୍ତଳର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ନୃସିଂନାଥ ସ୍ଥିତ ଆଇଓସିଏଲ୍‌ ଗେଷ୍ଟ ହାଉସ ଠାରେ ମଣ୍ତଳ ସଭାପତି କୈଳାସ ଦିଶ୍ରୀଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବରଗଡ ଜିଲ୍ଲା ଉପ ସଭାପତି ସରୋଜ ସାମଲ,
Read More...

ମାଣ୍ତୋସିଲ ମଣ୍ଡଳ ସ୍ତରୀୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ମଣ୍ତଳର ମାଣ୍ଡୋସିଲ ଗ୍ରାମରେ ମଣ୍ତଳ ସଭାପତି ସଂଜୟ ବେହେରାଙ୍କ ସଭାପତି‌ତ୍ୱରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଝାରବନ୍ଧ ବ୍ଲକ ପୂର୍ବତନ ମଣ୍ଡଳ ସଭାପତି ଡା ଲମ୍ବୋଦର ପଣ୍ତା, ବରିଷ୍ଠ
Read More...

ବୌଦ୍ଧ ଜିଲ୍ଲା କେକେଡି ପକ୍ଷରୁ କଳା ଦିବସ ପାଳିତ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା କେକେଡି ପକ୍ଷରୁ ଜିଲା ଆବାହକ ସୁବେଦାର ଲଳିତ କୁମାର ସାହୁଙ୍କ ନେତୃତ୍ୱରେ ଉତ୍କଳ ଦିବସକୁ କଳା ଦିବସ ଭାବେ ମନମୁଣ୍ଡା ମେଡିକାଲ ଛକ ଠାରେ ଜୟ କୋଶଳର ନାରାବାଜି ଦେଇ କଳା ପତାକା ପ୍ରଦର୍ଶନ କରିବା ସହ ସ୍ୱତନ୍ତ୍ର କୋଶଳ ପ୍ରଦେଶର ଦାବୀ ରଖିଥିଲେ ।
Read More...

ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଅବସରରେ ମହାତ୍ମାଙ୍କ ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପ‌ଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ କରିଛନ୍ତି । ଗାନ୍ଧୀଜୀଙ୍କ ବିଭିନ୍ନ ଆନ୍ଦୋଳନର
Read More...

ଓଡିଶା ଦିବସ ଅବସରରେ ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେ‌ଶ୍ୱର, (କେପସିଏନ୍‌ଏସ୍‌) : ଓଡିଶା ଦିବସ ଅବସରରେ ପଶ୍ଚିମବଙ୍ଗରେ ଓଡିଆ ସଙ୍ଗଠନ ଉତ୍କଳୀୟ ମିଳିତ ମଞ୍ଚ ଏବଂ ଓଡିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ପୂର୍ବାହ୍ନରେ କୋଲକାତାର ରାଜା ସୁବୋଧ ମଲ୍ଲିକ ଛକ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ ପଣ୍ଡିତ
Read More...

ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକରେ ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କ୍ୟାଣ୍ଟନମେଣ୍ଟ ରୋଡ ଗୋପବନ୍ଧୁ ଛକରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତୀ
Read More...

ଓସିଏ ଭିଜନ ୨୦୨୪: ଅମିତାଭ ଫ୍ୟାନ କ୍ଲବ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ଗାନ୍ଧି ଷ୍ଟାଡିୟିମଠାରେ ଆୟୋଜିତ ଓସିଏ ଭିଜନ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ କ୍ରିକେଟ ପ୍ରତିଯୋଗିତାରେ ଅମିତାଭ ଫ୍ୟାନ କ୍ଳବ ବିଜୟୀ ହୋଇଛି । ଆଜିର ପ୍ରତିଯୋଗିତା ଅମିତାଭ ଫ୍ୟାନ କ୍ଳବ ଓ ନାଏ କ୍ରିକେଟ ଏକାଡେମୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା
Read More...

ବିଶିପାଲିରେ ଭାଜପାର ମଣ୍ତଳ କାର୍ଯ୍ୟକାରିଣୀ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାଜପା ପକ୍ଷରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀର ସର୍ଗିବାହାଲ ମଣ୍ଡଳ ତରଫରୁ ମଣ୍ତଳ କାର୍ଯ୍ୟକାରିଣୀ ବୈଠକ ମଣ୍ତଳ ସଭାପତି ନିରାକାର ବରିହାଙ୍କ ସଭାପତିତ୍ୱରେ ବିଶିପାଲି ଗ୍ରାମ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପଦ୍ମପୁର ପୂର୍ବତନ ବିଧାୟକ ତଥା
Read More...

ବରଗଡ଼ ଜିଲ୍ଲା ଏସସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଲଲିତ ଜଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ମାଣ୍ଡୋସିଲ ଗ୍ରାମର ଲଲିତ ଜଗତ ବିଜେପି ବରଗଡ଼ ଜିଲ୍ଲା ଏସସି ମୋର୍ଚ୍ଚାର ସାଧାରଣ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି । ସେ ଜଣେ ମହାନ କଳାକାର ତଥା ନିଜ ସାମାଜର ବିଭିନ୍ନ ପଦ ପଦବୀରେ ରହି ସୁନ୍ଦର ଭାବରେ
Read More...