Daily Archives

ପୋଲିସ୍ ବେଶରେ ଡକାୟତି ଉଦ୍ୟମ ଘଟଣା : ଅସଲି ପୋଲିସ ପଞ୍ଝାରେ ପୁଣି ଦୁଇଜଣ ନକଲି ପୋଲିସ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ସଫଳତା । ଦୁଇଜଣ ନକଲି ପୋଲିସକୁ ଧରିଲା ଅସଲି ପୋଲିସ । ଗତ ମାର୍ଚ୍ଚ ୫ତାରିଖ ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଥିଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ
Read More...

ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିଲେ : ଦେଢ଼ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ଟିଟିଲାଗଡ, (ଗୌରବ ଦର୍ଜୀ) : ଦେଢ଼ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ସହରର ଶାସ୍ତ୍ରୀ ଛକ ନିକଟସ୍ଥ ଷ୍ଟେଟ ବ୍ୟାଙ୍କ ବଜାର ଶାଖା ସମ୍ମୁଖରେ ଦୁଇ ଜଣ ଦୁର୍ବୃତ୍ତ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିବା ଜଣେ ଯୁବକଙ୍କଠାରୁ ଦୁଇ ଜଣ ଦୁର୍ବୃତ୍ତ
Read More...

କୋରନାର ଦ୍ୱିତୀୟ ଲହର : ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କତା ଓ ସୁରକ୍ଷାର ବାର୍ତ୍ତା ଦେକ୍ଷଗ ଗଞ୍ଜାମ ପୋଲିସ ପ୍ରଶାସନ

ବ୍ରହ୍ମପୁର, (କେ. ସତ୍ୟ ନାରାୟଣ ରେଡ୍ଡୀ) : ଛତ୍ରପୁର ସହରରେ ଗଞ୍ଜାମ ପୋଲିସ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଜନସାଧାରଣଙ୍କୁ କୋରନାର ଦ୍ୱିତୀୟ ଲହର ସମ୍ପର୍କରେ ସଚେତନତାର ବାର୍ତ୍ତା ଦେଇଛନ୍ତି । ବୁଧବାର ସନ୍ଧ୍ୟାରେ କୋରନାର ଦ୍ୱିତୀୟ ଲହର ସମ୍ପର୍କରେ ପୁନଃର୍ବାର ପ୍ରଚାର
Read More...

ସିନିଅର ଫାଇନାଲରେ ନବକିଶୋର ଦଳ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମଠାରେ ଆୟୋଜିତ ଓସିଏ ଭିଜନ ୨୦୨୪ର ସିନିଅର ଇନଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତାର ଫାଇନାଲ ମ୍ୟାଚରେ ନବକିଶୋର ଦଳ ବିଜୟୀ ହୋଇଛି । ଆଜିର ପ୍ରତିଯୋଗିତା ୟଙ୍ଗ ନାଏକ କ୍ରିକେଟ ଏକାଡେମୀ ଓ ନବକିଶୋର ଦଳ ମଧ୍ୟରେ ଅନୁଷ୍ଠିତ
Read More...

ମୋତିଲାଲ ତାଣ୍ଡିଙ୍କୁ ନ୍ୟାୟ ଦାବୀରେ ବ୍ୟାଙ୍କ ଘେରାଉ

ଖପ୍ରାଖୋଲ, (କ୍ରିଷ୍ଣା ସେଠୀ) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲାଠୋର ଷ୍ଟେଟ ବ୍ୟାଙ୍କ ଶାଖାରେ ଉକ୍ତ ଗାଁର ମୋତିଲାଲ ତାଣ୍ଡି ୧୦/୦୭/୨୦୧୪ ଠାରୁ ୨୦୧୮ ବର୍ଷ ପର୍ୟ୍ୟନ୍ତ ଧରି ଅସ୍ଥାୟୀ ସଫାଇ କର୍ମଚାରୀ ଭାବେ କାର୍ୟ୍ୟ କରି ଆସୁଥିଲେ । ହେଲେ ୨୦୧୮ ମସିହାରେ ତାଙ୍କୁ ବିନା କାରଣ
Read More...

ପଣ୍ଡିତ ସ୍ୱର୍ଗତଃ ଦିବାକର ମହାପାତ୍ରଙ୍କ ସ୍ମୃତିଚାରଣ ସଭା

ଭୋଗରାଇ, (ଶିବନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଅନ୍ତର୍ଗତ ନାଚିନ୍ଦା ଗ୍ରାମପଞ୍ଚାୟତ ଅଧିନସ୍ଥ ସେହି ଗ୍ରାମରେ ସ୍ୱର୍ଗତଃ ଦିବାକର ମହାପାତ୍ରଙ୍କ ସ୍ମୃତିଚାରଣ ସଭା ଆଜି ସକାଳ ୧୦ ଘଟିକାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଶିକ୍ଷକ ହିମାଂଶୁ ଚନ୍ଦ ସଭାପତି ଏବଂ ମୁଖ୍ୟବକ୍ତା ଭାବେ ରମେଶ
Read More...

ବଲାଙ୍ଗିର ଜିଲ୍ଲାରେ ଆଜି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ଏବେ ୧୨୦ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ଆଗଲପୁର ବ୍ଲକ କୁଟାସିଂହା ଗ୍ରା.ପ.ରୁ ଜଣେ , ବଲାଙ୍ଗିର ବ୍ଲକ ବରକାନୀ ଓ ଚୁଡ଼ାପାଲି ଗ୍ରା.ପ.ରୁ
Read More...

ବିଶ୍ବ ସ୍ୱାସ୍ଥ୍ୟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା ସଭା

ତୁରେକେଲା, (କୈଳାଶ ସଗ୍ରିଆ) : ସ୍ୱାସ୍ଥ୍ୟ ହିଁ ସମ୍ପଦ ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚେଇବାର ଉଦ୍ଦେଶ୍ୟରେ ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟ
Read More...

ସବ୍ୟଙ୍କ ସହାୟତାରେ ନୂଆ ଜୀବନ ପାଇଲା କୁନିଝିଅ ସ୍ୱରାଜ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକ ଲୁଣିବାହଲ ପଂଚାୟତ କଟିଂଆପଦର ଗ୍ରାମର କୁନିଝିଅ ସ୍ୱରାଜ।(୧୦ମାସ) ଜନ୍ମରୁ ମେରୁଦଣ୍ଡରେ ହାଡ ବଢିବା ସହିତ ପଛପଟେ ଏକ ଆବୁ ସଦୃଶ ହୋଇଗଲା । ଯାହାକୁ ନେଇ ପରିବାର ଚିନ୍ତିତ ଥିଲେ। ଏହି ରୋଗକୁ ନେଇ ମା ଶୈତାଲା ଭାଙ୍ଗି ପଡିଥିଲେ।
Read More...

କୋକନରାରେ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କୋକନରା ଗ୍ରାମ ଠାରେ ମୋ ସ୍କୁଲ ଅଭିଯାନ କାର୍ୟ୍ୟକ୍ରମ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ହରେକୃଷ୍ଣ ଚନନ୍ଦଙ୍କ ସଭାପତି‌ତ୍ୱରେ କୋଭିଡ -୧୯ ଗାଇଡଲାଇନ ପାଳନ ପୂର୍ବକ ଏକ ସଭା ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି
Read More...