Daily Archives

ଆଜି ବାଙ୍ଗାଲୋର ସହ ଲଢିବ ହାଇଦ୍ରାବାଦ : ଟସ୍ ଜିତି ହାଇଦ୍ରାବାଦର ଫିଲ୍ଡିଙ୍ଗ ନିଷ୍ପତ୍ତି

ଚେନ୍ନାଇ : ଆଇପିଏଲ୍‌ରେ ବୁଧବାର ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର୍‌ (ଆର୍‌ସିବି) ସହିତ ମୁକାବିଲା କରିବ ସନ୍‌ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) । ପ୍ରଥମ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ବିଜେତା ଦଳକୁ ହରାଇ ଅଭିଯାନ ଆରମ୍ଭ କରିଥିବା ବିରାଟ କୋହଲିଙ୍କ ଦଳ ଲଗାତାର ବିଜୟ ହାସଲ କରିବା
Read More...

ଆଧୁନିକ ଭାରତ ତଥା ନବନିର୍ମାଣ ଭାରତର ପ୍ରମୁଖ ବିନ୍ଧାଣି ଡ଼ ଭିମରାଓ ଆମ୍ବେଦକର : ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ଥାନୀୟ ଆଦିବାସୀ ଭବନ ଠାରେ ଭାରତୀୟ ସମ୍ବିଧାନର ଜନକ ଭାରତ ରତ୍ନ ଡ଼ ଭିମରାଓ ଆମ୍ବେଦକରଙ୍କ ୧୩୦ ତମ ଜୟନ୍ତୀ ପାଳିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘର ମହାସଚିବ ନିରଞ୍ଜନ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜୟନ୍ତୀ ସଭାରେ ପ୍ରଥମେ
Read More...

ଶ୍ରମିକ କର୍ମଚାରୀ ମହାସଂଘ ତରଫରୁ ହନୁମାନ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶ୍ରମିକ କର୍ମଚାରୀ ମହାସଂଘ ତରଫରୁ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ କୋଭିଡ କଟକଣା ମାନି ହନୁମାନ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ଘୋରେଇ ବସ ଷ୍ଟାଣ୍ଡ ସ୍ଥିତ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥିଲା । ପରେ ପଣା ସଂକ୍ରାନ୍ତି ଅବସରରେ
Read More...

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ୱର, (କେ. ସତ୍ୟନାରାୟଣ ରେଡ୍ଡୀ) : ପିପିଲି ଉପନିର୍ବାଚନ ପୂର୍ବରୁ ଏକ ଦୁଃଖଦ ଖବର ଆସିଛି । ଆଉ ଦୁଇ ଦିନ ପରେ ହୋଇଥାନ୍ତା ପିପିଲି ଉପ-ନିର୍ବାଚନ ନିମନ୍ତେ ଭୋଟ ଗ୍ରହଣ । ହେଲେ ଏହି ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଆଜି ଅପରାହ୍ନରେ (ବୁଧବାର) ପରଲୋକ
Read More...

ବଲାଙ୍ଗିର ଜିଲ୍ଲାରେ ଏକ୍‌ଟିଭ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭, ଦିନକରେ ୯୩ ନୂଆ ଆକ୍ରାନ୍ତ : ବଲାଙ୍ଗିର ପୌରାଂଚଳରୁ ୧୯

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଏବେ ୪୩୭ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା ବେଳେ ପୁଣି ଦିନକରେ ୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୧ରୁ ୪, ୧୫ରୁ ୩, ୧୯ରୁ ଜଣେ, ୨ରୁ ୪, ୨୦ରୁ
Read More...

ଉତ୍କଳ ବିକାଶ ପରିଷଦ ପକ୍ଷରୁ ବୟାଳିଶମୌଜାର ବହୁ ଧାର୍ମିକ ପୀଠରେ ହନୁମାନ ଚାଳିଶା ପାଠ

କଟକ, (କେପିଏନ୍‌ଏସ୍‌) : କଟକ ସଦର ବ୍ଲକର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) ପକ୍ଷରୁ ପବିତ୍ର ପଣାସଂକ୍ରାନ୍ତି ଓ ରାଷ୍ଟ୍ରୀୟ ନବବର୍ଷ ଉପଲକ୍ଷେ ବୟାଳିଶମୌଜା ଉପକଣ୍ଠ କଳପଡା ପଂଚାୟତର କଦମ୍ବେଶ୍ୱର ମନ୍ଦିର ପ୍ରାଙ୍ଗଣ, କୂଳସରିଚୁଆଁ ପଂଚାୟତର ନୀଳକଣ୍ଠନାଥ ମନ୍ଦିର,
Read More...

ଚାଲିଗଲେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ

ପିପିଲି, (ଦିଲ୍ଲୀପ କୁମାର ଧାଉଡିଆ) : ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଛି । ୧୦ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଅଜିତ୍‌ଙ୍କ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିଲା । ତାଙ୍କର ଅବସ୍ଥା
Read More...

ପୋଲିସ୍ ପଞ୍ଝାରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ ଜବତ : ଡାକ୍ତରୀ ପରୀକ୍ଷା ବେଳେ ଜଣଙ୍କ କରୋନା ପଜିଟିଭ୍…

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ପୋଲିସ୍ ହାବୁଡ଼ରେ ଦୁଇ ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣକାରୀ ଧରାପଡିଛନ୍ତି । ପ୍ରକାଶ ଯେ, ଅର୍ଣ୍ଣପୂର୍ଣ୍ଣା ନାମକ ଏକ ଘରୋଇ ବସରେ ଗଞ୍ଜେଇ ନେଇ ଯିବାବେଳେ ଦୁଇଜଣ ଗଞ୍ଜେଇ ମାଫିଆଙ୍କୁ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ବାଇକ୍‌କୁ ପିଟିଲା କାର୍‌, ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ବୌଦ୍ଧ, (ମମତା ମହାକୁର) : ଆଜି ୫୭ ନମ୍ବର ଜାତୀୟ ରାଜପଥ ବାଉସୁଣି ସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖରେ ଗୋଟିଏ କାର ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ବାଇକ ଆରୋହିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଜଣକ ଅଁଳାପାଲି ଗ୍ରାମପଞ୍ଚାୟତର ସାହୁପଡା ଗାଁର ବୋଲି ଜଣାପଡିଛି
Read More...

ବୌଦ୍ଧ ଆଇ.ଟି.ଆଇ. ଅଧ୍ୟକ୍ଷଙ୍କୁ ଘେରିଲେ ଉତ୍ୟକ୍ତ ଛାତ୍ରଛାତ୍ରୀ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ବ୍ଲକ୍ ବଘିଆପଡା ଗ୍ରାମ ପଞ୍ଚାୟତ ନୁଆପାଲି ନିକଟରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନରେ ଛାତ୍ର ଅସନ୍ତୋଷ ଦେଖା ଦେଇଛି । ଶିଳ୍ପ ତାଲିମ ପ୍ରତିଷ୍ଠାନର ଅଧ୍ୟକ୍ଷ ଛାତ୍ରଛାତ୍ରୀ ମାନଙ୍କ ବିଭିନ୍ନ ସମସ୍ୟାକୁ ସମାଧାନ କରିବା ପରିବର୍ତ୍ତେ ସେମାନଙ୍କୁ
Read More...