Daily Archives

ରାଜ୍ୟ ବାହାରକୁ ଆଜିଠାରୁ ଗଡ଼ିବନି ବସ୍

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ବାହାରକୁ ଆଜିଠାରୁ ଗଡ଼ିବନି ବସ୍ । ଫଳରେ ଅନ୍ୟ ରାଜ୍ୟକୁ ଯିବା ଆସିବା କରୁଥିବା ସମସ୍ତ ବସ୍ ସେବା ବନ୍ଦ ରହିବ । ତେବେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ନେଇ ଜଣାପଡିଛି । ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍
Read More...

ଶ୍ୟାମ ଖୋସଲା ଥିଲେ ଭାରତୀୟ ସାମ୍ବାଦିକତା ଜଗତର ଉଜ୍ଜ୍ୱଳତମ ନକ୍ଷତ୍ର : ବ୍ରହ୍ମପୁରରେ ଅନୁଷ୍ଠିତ ଶୋକସଭାରେ ବିଭିନ୍ନ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଭାରତୀୟ ସାମ୍ବାଦିକତା କ୍ଷେତ୍ରରେ ଶ୍ୟାମ ଖୋସଲା ଥିଲେ ଉଜ୍ଜ୍ୱଳତମ ନକ୍ଷତ୍ର ଥିଲେ ବୋଲି ସ୍ଥାନୀୟ ନବୀନ ଭବନ ପରିସରରେ ଆୟୋଜିତ ସ୍ମୃତିସଭାରେ ଏନୟୁଜେଆଇର ପୂର୍ବତନ ସମ୍ପାଦକ ତଥା ଉପସଭାପତି ରବି ରଥ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଦୀର୍ଘ ୫୦ ବର୍ଷ
Read More...

ପଞ୍ଜାବ କିଙ୍ଗସକୁ ୬ ୱିକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ

ମୁମ୍ବାଇ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏକାଦଶ ମ୍ୟାଚରେ ପଂଜାବ କିଙ୍ଗସକୁ ୬ ଉଇକେଟରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍‌ସ୍ । ମୁମ୍ବାଇର ୱାଙ୍ଖ୍‌ଡେ ଷ୍ଟାଡିୟମ୍‌ରେ ରବିବାର ଦିଲ୍ଲୀ ଟିମ୍‌ ଟସ୍‌ ଜଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ଫଳରେ କେଏଲ୍‌ ରାହୁଲଙ୍କ
Read More...

ଡେଲାଙ୍ଗରେ ବିଜୁ ବାବୁଙ୍କ ୨୪ତମ ଶ୍ରାଦ୍ଧ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୪ତମ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି । ଏହି ଅବସରରେ ହାଟ ବଜାର ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜୁପ୍ରେମୀଙ୍କ ସହିତ ଦିବଂଗତ ପ୍ରଦୀପ ମହାରଥୀଙ୍କ ସୁପୁତ୍ର ତଥା ପିପିଲି ଉପନିର୍ବାଚନର ବିଜେଡି
Read More...

ବଲାଙ୍ଗିର ସହରରେ ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ଟମାଟର୍‌ – ୧୦ ଟଙ୍କା, ସଜନା ଛୁଇଁ (ମୁନ୍‌ଗା) – ୪୦ ଟଙ୍କା, ଅଦା – ୮୦ ଟଙ୍କା, ରଷୁଣ – ୧୨୦ ଟଙ୍କା, ଭେଣ୍ଡି -୫୦ ଟଙ୍କା, ବିମ୍‌ – ୮୦ ଟଙ୍କା,
Read More...

ବଡ ମାଧପୁରରେ ଟାଏକୋଣ୍ଡୋ କଲର ବେଲ୍ଟ ପ୍ରତିଯୋଗିତା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକ ଅନ୍ତର୍ଗତ ବଡ ମାଧପୁର ଗ୍ରାମରେ ଶ୍ୟାମାକାଳୀ ଯୁବ ସଂଘ ପରିସରରେ ଗଞ୍ଜାମ ଟାଏକୋଣ୍ଡୋ ଏକାଡେମୀ ଆନୁକୂଲ୍ୟରେ ଦ୍ୱିତୀୟ କଲର ବେଲ୍ଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଅରୁଣ ରାଉଳଙ୍କ ସଭାପତି‌ତ୍ୱରେ ଆୟୋଜିତ
Read More...

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨.୭୪ ଲକ୍ଷରୁ ଅଧିକ ନୂତନ ରୋଗୀ, ୧୬୧୯ ଜଣଙ୍କର ମୃତ୍ୟୁ : ସକ୍ରିୟ ମାମଲା ୧୯.୨୯ ଲକ୍ଷରୁ…

ନୂଆଦି‌ଲ୍ଲୀ : ଦେଶରେ ଅନିୟନ୍ତ୍ରିତ କରୋନା ଭୂତାଣୁର ଦ୍ୱିତୀୟ ତରଙ୍ଗ ଭୟାନକ ହେବାରେ ଲାଗିଛି । ପ୍ରତିଦିନ ନୂଆ କରୋନା ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ଏବଂ କୋଭିଡ ସଂକ୍ରମିତଙ୍କ ମୃତ୍ୟୁ ଦିନକୁ ଦିନ ଆତଙ୍କ ସୃଷ୍ଟି କରୁଛି । ସୋମବାର ଦିନ ଦେଶରେ କରୋନା ସଂକ୍ରମଣ ଏପର୍ୟ୍ୟନ୍ତ ସମସ୍ତ
Read More...

କୋଭିଡ-୧୯ର ଦ୍ଵିତୀୟ ଲହରୀକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଠାରେ ସବୁ ଏନ୍. ଜି. ଓ ମାନଙ୍କୁ ନେଇ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କୋଭିଡ-୧୯ର ଦ୍ଵିତୀୟ ଲହରୀକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସ୍ଥିତ ଇକୋସ- ଆଇ ହସ୍ପିଟାଲ ଠାରେ ସବୁ ଏନ୍.ଜି.ଓ ମାନଙ୍କୁ ନେଇ ଏଜ ସମୀକ୍ଷା ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଡ଼ଃ. ମିହିର କୁମାର ବଳଙ୍କ ସହଯୋଗରେ
Read More...

ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ଉପସଭାପତି କିଶୋର ପରିଚ୍ଛା ଚାଲିଗଲେ

ପାଟଣାଗଡ଼, (ଗୋରେଖନାଥ ବରିହା) : ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ଉପସଭାପତି ତଥା ପିସିସି ସଭ୍ୟ କିଶୋର ପରିଚ୍ଛା(୬୪) ଆଉ ନାହାନ୍ତି । ଆଜି ସକାଳୁ ୫ଟା୫୦ ସମୟରେ ତାଙ୍କ ଦେହାନ୍ତ ହୋଇଥିବା ଖବର ମିଳିଛି । କରୋନାରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ସେ ମାସ୍କ ବଂଟନ ସହ ଅନେକ
Read More...

ରାଜ୍ୟରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪୪୫

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୪୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୫୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୮୭୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା
Read More...