Daily Archives

ବୁଇ ପୁଞ୍ଜିଙ୍କୁ କେବେ ମିଳିବ ଆବାସ ଯୋଜନାରେ ଘର ଖଣ୍ଡିଏ

ଖପ୍ରାଖୋଲ, (କ୍ରିଷ୍ଣା ସେଠୀ) : ଅସହାୟ ଗରିବ ଲୋକଙ୍କ ପାଇଁ ସରକାରଙ୍କ ମାଳମାଳ ଯୋଜନା । କିନ୍ତୁ କିଛି ଅସାଧୁ କର୍ମଚାରୀ, ଦଲାଲ, କୁଜିନେତାଙ୍କ ପାଇଁ ପ୍ରକୃତ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚି ପାରୁନାହିଁ ସରକାରଙ୍କ ଯୋଜନା । ଥିଲାବାଲେ ହାତ ଗୁଞ୍ଜା ଦେଇ ପ୍ରକୃତ ହିତାଧିକାରୀଙ୍କ
Read More...

ରେଳ କ୍ରସିଂରେ ଟ୍ରେନ୍ ଅନେକ ଯାନକୁ ଧ‌କ୍କା ଦେଲା : ପାଞ୍ଚ ଜଣଙ୍କ ମୃତ୍ୟୁ

ଶାହାଜାହାନପୁର : ଉତ୍ତରପ୍ରଦେଶର ଶାହାଜାହାନପୁରରେ ଟ୍ରକ୍ ଟ୍ରେନ୍ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଆଜି ସକାଳେ ଶାହାଜାହାନପୁର ଜିଲ୍ଲାର ରେଳ କ୍ରସିଂ ଫାଟକ ଛାଡି ଯାଉଥିବା ଗାଡି ସହ ଟ୍ରେନ୍ ଧକ୍କାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଅଧୀକ୍ଷକ (ଗ୍ରାମୀଣ) ସଂଜୀବ
Read More...

ବଲାଙ୍ଗିର ସହରରେ ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ଟମାଟର୍‌ – ୧୨ ଟଙ୍କା, ସଜନା ଛୁଇଁ (ମୁନ୍‌ଗା) – ୮୦ ଟଙ୍କା, ଅଦା – ୮୦ ଟଙ୍କା, ରଷୁଣ – ୧୨୦ ଟଙ୍କା, ଭେଣ୍ଡି -୪୦ ଟଙ୍କା, ବିମ୍‌ – ୮୦ ଟଙ୍କା,
Read More...

କରୋନାର ପ୍ରଚଣ୍ଡ ସଂକ୍ରମଣ : ଗତ ୨୪ ଘଂଟାରେ ରାଜ୍ୟରେ ୬ ହଜାର ଡେଇଁଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସାରା ଦେଶରେ କରୋନା ସଂକ୍ରମଣର ବିସ୍ଫୋଟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ପ୍ରଚଣ୍ଡ ସଂକ୍ରମଣ ଦେଖିବାକୁ ମିଳିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୧୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୫୭୫ ଜଣ
Read More...

କରୋନାରେ ଦୟାନିଧି ମିଶ୍ରଙ୍କ ଦେହାନ୍ତ : ଶ୍ମଶାନରେ ଶବ ଛାଡ଼ି ଚାଲିଗଲେ ମେଡ଼ିକାଲ କର୍ମଚାରୀ, ପରିବାର ଲୋକେ କଲେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ରାତିରେ କରୋନାରେ ସ୍ଥାନୀୟ ପ୍ରତାପସାଗରପଡ଼ା ନିବାସୀ ଦୟାନିଧି ମିଶ୍ର(୫୬)ଙ୍କ ଭୀମ ଭୋଇ ମେଡ଼ିକାଲ କଲେଜ ହସ୍‌ପିଟାଲ୍‌ରେ ଦେହାନ୍ତ ହୋଇଥିବା ତାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ସୂଚନା ମିଳିଛି । ତେବେ ତାଙ୍କ ଦେହାନ୍ତ ହେବା ପରେ ଆଜି ପାଖାପାଖି ଭୋର୍‌
Read More...