Daily Archives

ରାଜସ୍ୱ ନିରୀକ୍ଷକଙ୍କ ବିରୁଦ୍ଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ

ବୌଦ୍ଧ, (ମମତା ମହାକୁର) : ଚଳିତ ରବି ଋତୁରେ ଚାଷୀ ଧାନ ପଂଜିକରଣ କାର୍ଯ୍ୟରେ ଆବଶ୍ୟକ ରିପୋର୍ଟ ପ୍ରଦାନ କରିବାରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର କଣ୍ଟାମାଳ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିବା
Read More...

ଚଙ୍ଗରିଆ ପଞ୍ଚାୟତ ସରପଞ୍ଚଙ୍କ ସ୍ୱାମୀ ଶିକ୍ଷକ ପ୍ରମୋଦ କୁମାର ଧରୁଆଙ୍କ ପରଲୋକ

ପାଟଣାଗଡ଼, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଧରୁଆଙ୍କ ‌ସ୍ୱାମୀ ଶିକ୍ଷକ ପ୍ରମୋଦ କୁମାର ଧରୁଆଙ୍କ ଆଜି ଭୁବନେଶ୍ଵର ସ୍ଥିତ ଏମସ ହସ୍ପିଟାଲରେ କରୋନରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ସ୍ଵର୍ଗତ ଧରୁଆଙ୍କ ଦେହ
Read More...

ଆଜିଠୁ ଆନ୍ଧ୍ରପ୍ରଦେଶରେ ସାତ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ

ଆନ୍ଧ୍ରପ୍ରଦେଶ : କରେନା ସଂକ୍ରମଣକୁ ରୋକିବା ପାଇଁ ଶନିବାର ଠାରୁ ଆନ୍ଧ୍ରପ୍ରଦେଶରେ ସାତ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ କରାଯାଇଛି । ରାତି ୧୦ ଟାରୁ ସକାଳ ୫ ଟା ପର୍ୟ୍ୟନ୍ତ ଏହି ପ୍ରତିବନ୍ଧକ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ମୁଖ୍ୟମନ୍ତ୍ରୀ
Read More...

ଶସ୍ତା ଅବସ୍ଥା

ସକାଲୁ ୮ ବଜେ ନିକେ ଚାହା ପିଆ ବଏସରା ଟେ କରିଛନ୍‌ ଗଏଁଠୁ ବାବୁ । ସେଟା ଫେର୍‌ ଘରେ ନେଇଁ, ଛକର୍‌ ଚାହା ଦୁକାନେ । ଯାହା ବଏଲେ ବି, ଛକେ ଚାହା ପିଇବାର୍‌ ମଜା ଅଲଗ୍‌ ଆଏ । ଗଏଁଠୁ ବାବୁ କେ ବର୍‌କସେ ଲାଗିଛେ ଛକେ ଚାହା ପିଆ ମହନି । ଠିକ୍‌ କଥା ବି । ସକାଲୁ ଉଠି କରି ଟିକେ ଚାହା
Read More...

୧୫୦ ଲିଟରରୁ ଅଧିକ ମଦ ଜବତ ସହ ମଦ ରାନ୍ଧୁଥିବା ଲୋକଙ୍କୁ ଗିରଫ

କଳାହାଣ୍ଡି, (ପି. କେ. ସାହୁ) : କଳାହାଣ୍ଡି ଜିଲ୍ଲା ଲା‌ଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଦିନକୁ ଦିନ ଦେଶୀ ରନ୍ଧା ମଦ କାରବାର ବୃଦ୍ଧି ପାଉଥିବା ବେଳେ ବିଶ୍ୱନାଥପୁର ପୋଲିସ ଓ ଅବକାରୀ ବିଭାଗ ବ୍ଲକର ବିଭିନ୍ନ ସ୍ଥାନରେ ଚଡ଼ଉ କରି ମଦ ରନ୍ଧା ସାମଗ୍ରୀ ସହିତ ୧୫୦ ଲିଟରରୁ ଅଧିକ
Read More...

ଦେଶରେ କରୋନା ସଂକ୍ରମଣର ଭୟଙ୍କର ସ୍ଥିତି : ଦିନକରେ ୩ ଲକ୍ଷ ୪୬ ହଜାର ୭୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୨୬୨୪ ଜଣଙ୍କ…

ନୂଆଦିଲ୍ଲୀ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ସ୍ଥିତି ଅସଂଭାଳ ହେବାକୁ ବସିଲାଣି । ପ୍ରତ୍ୟହ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଦେଶରେ ଦିନକରେ ୩ଲକ୍ଷ ୪୬ହଜାର ୭୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ କରୋନାରେ ୨୬୨୪ ଜଣଙ୍କ ଜୀବନ ଯାଇଛି । ଦୈନିକ ସଂକ୍ରମଣ
Read More...

ମୁମ୍ୱାଇର ପରାଜୟ ଧାରା ଜାରି : ୯ ୱିକେଟରେ ଜିତିଲା ପଞ୍ଜାବ

ଚେନ୍ନାଇ : ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମ୍‌ରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)୨୦୨୧ର ୧୭ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୯ ଉଇକେଟରେ ପରାସ୍ତ କରିଛି ପଞ୍ଜାବ କିଙ୍ଗ୍ସ । ଶୁକ୍ରବାର ପଂଜାବ୍‌ କିଙ୍ଗସ୍ ଅଧିନାୟକ କେଏଲ୍‌ ରାହୁଲ୍‌ ଟସ୍‌ ଜିଣି ପ୍ରଥମେ ବୋଲିଂ
Read More...

ରାଜ୍ୟରେ ଆଜି ୮ ଜଣ‌ଙ୍କ ଜୀବନ ନେଲା କରୋନା

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ବିସ୍ଫୋରଣ ମୁହାଁ ଏବେ କରୋନା ସଂକ୍ରମଣ । ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ରାଜ୍ୟରେ ଆଜି ୮ ଜଣ‌ଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ
Read More...

ବିଜାପୁରରୁ ଅପହୃତ ଯବାନଙ୍କୁ ଅପହରଣର ତିନି ଦିନ ପରେ ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଦେଲେ ମାଓବାଦୀ

ବିଜାପୁର : ବିଜାପୁରରୁ ଅପହୃତ ଯବାନଙ୍କୁ ଅପହରଣର ତିନି ଦିନ ପରେ ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଦେଇଛ‌ନ୍ତି ମାଓବାଦୀମାନେ ବୋଲି ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ଜଗଦଲପୁରରେ କାର୍ଯ୍ୟରତ ଥିଲେ ଡିଆରଜି ଯବାନ ସବ-ଇନିସପେକ୍ଟର ମୁରଲି ତାତି । ଛୁଟିରେ ନିଜ ଘର ବିଜାପୁର ଜିଲ୍ଲାର ଗାଙ୍ଗାଲୁର
Read More...

ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ଟମାଟର୍‌ – ୧୨ ଟଙ୍କା, ସଜନା ଛୁଇଁ (ମୁନ୍‌ଗା) – ୮୦ ଟଙ୍କା, ଅଦା – ୮୦ ଟଙ୍କା, ରଷୁଣ – ୧୨୦ ଟଙ୍କା, ଭେଣ୍ଡି -୪୦ ଟଙ୍କା, ବିମ୍‌ – ୮୦ ଟଙ୍କା,
Read More...