ରାଜ୍ୟରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪୪୫
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୪୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୫୭୪ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୮୭୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା!-->…
Read More...
Read More...