Monthly Archives

April 2021

ବଙ୍ଗୋମୁଣ୍ଡାରେ ଡଃ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୦ତମ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଆମ୍ବେଦକର ଛକ୍‌ ଠାରେ ଗତକାଲିି ବଙ୍ଗୋମୁଣ୍ଡା ବାବାସାହେବ ସଂଗଠନ ତରଫରୁ ଡଃ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୦ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

ଭାରତୀୟ କିଷାନ ସଂଘର ଦେଓଗାଁ ବ୍ଲକ ସଭାପତି ଦେବେନ୍ଦ୍ର ପୁରୋହିତଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଭାରତୀୟ କିଷାନ ସଂଘର ଦେଓଗାଁ ବ୍ଲକ ସଭାପତି ଦେବେନ୍ଦ୍ର ପୁରୋହିତଙ୍କ ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି । ସେ ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଥିଲେ କିନ୍ତୁ ରାତିରେ ଡାକ୍ତର
Read More...

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ଦୁବୃର୍ତ୍ତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଥାନା ଅନ୍ତର୍ଗତ କଲ୍ୟାଣପୁର ଗ୍ରାମର କାମିନି ପ୍ରଧାନଙ୍କ ଘରେ ସୋମବାର ବିଳମ୍ବିତ ରାତିରେ କେତେକ ଦୁବୁର୍ତ୍ତ ଘରର କବାଟ ଭାଙ୍ଗି ଘରେ ପଶିଥିଲେ । ଘରେ ଥିବା ଆଲମାରୀ ଭାଙ୍ଗି ୫ଲକ୍ଷ ଟଙ୍କାର ସୁନା, ରୂପା ଅଳଙ୍କାର ସହିତ ନଗଦ ୨୦ ହଜାର
Read More...

ଆଉ ଏକ ରୋମାଞ୍ଚଭରା ମ୍ୟାଚ୍ : ୧୫୦ ରନ୍ ପିଛା କରୁଥିବା ହାଇଦ୍ରାବାଦକୁ ୧୪୩ରେ ଅଟକାଇଲା ବାଙ୍ଗାଲୋର

ଚେନ୍ନାଇ : ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମଠାରେ ଖେଳାଯ଼ାଇଥିବା ଆଇପିଏଲ ୨୦୨୧ର ୬ଷ୍ଠ ମ୍ୟାଚରେ ବାଙ୍ଗାଲୋର ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି ୧୫୦ ରନର ବିଜୟ ଲକ୍ଷ୍ୟର ପିଛା କରି ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୪୩ ରନ କରିପାରିଥିଲା । ଦଳ ପକ୍ଷରୁ
Read More...

ଆଜି ଦୁଇ ଯୁବ ଅଧିନାୟକଙ୍କ ମଧ୍ୟରେ ଲଢେ଼ଇ : ସଞ୍ଜୁଙ୍କ ରାଜସ୍ଥାନକୁ ଭେଟିବ ପନ୍ତଙ୍କ ଦିଲ୍ଲୀ

ମୁମ୍ବାଇ : ଗୁରୁବାର ରାଜସ୍ଥାନ ରୟାଲ୍ସ ସହିତ ଗତ ସଂସ୍କରଣର ଉପବିଜେତା ଦିଲ୍ଲୀ କ୍ୟାପିଟାଲ୍ସର ମୁକାବିଲା ହେବ । ଏଥି ସହିତ ଉଭୟ ଦଳ ନିଜ ନିଜର ଦ୍ୱିତୀୟ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ । ଭାରତୀୟ ଦଳର ଦୁଇ ୱିକେଟ୍‌ରକ୍ଷକ ସଞ୍ଜୁ ସାମ୍‌ସନ୍‌ ଏବଂ ଋଷଭ ପନ୍ତ୍‌ ଯଥାକ୍ରମେ ରାଜସ୍ଥାନ ଓ
Read More...

ଡା.ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ : ଭାରତୀୟ ସମ୍ବିଧାନକୁ ସଂପୂର୍ଣ୍ଣ କାର୍ଯ୍ୟକାରୀ ପାଇଁ ଦାବୀ

ବଲାଙ୍ଗିର, (କେପିଏନ୍‌ଏ୍‌) : ସ୍ଥାନୀୟ ଗୋଁଣ୍ଡୱାନା ଭବନ ଠାରେ ଅଖିଳ ଭାରତୀୟ ଗୋଁଣ୍ଡୱାନା ଗୋଁଣ୍ଡ ମହାସଭା ଓ ଆଦିବାସୀ କଲ୍ୟାଣ ସଂଘ ଅନୁକୁଲ୍ୟରେ ଭାରତ ରତ୍ନ ବାବା ସାହେବ ଡା. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଡା.ଭୀମରାଓ ଆମ୍ବେଦକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି
Read More...

ବଲାଙ୍ଗିର ସହରରେ ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ବଂଧାକୋବି – ୧୬ ଟଙ୍କା, ଫୁଲକୋବି – ୩୦ ଟଙ୍କା, ବ୍ରୁକୋଲି – ୫୦, ଝୁଲଣ (ଝୁନ୍‌ଗା) – ୬୦ ଟଙ୍କା, କଖାରୁ (ମାଖନ୍‌) – ୧୫ ଟଙ୍କା, କଲରା – ୪୦
Read More...

ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ପାତର ଅନ୍ତର ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବାରମ୍ବାର ପ୍ରଧାନ ମନ୍ତ୍ରୀ ଆବାସ ନାଁରେ ବିଭିନ୍ନ ଅନିୟମିତତା ଏବଂ ପାତର ଅନ୍ତର ଅଭିଯୋଗ ଆସୁଥିବା ସତ୍ତ୍ୱେ କିନ୍ତୁ ସରକାର ତଥା ପ୍ରଶାସନିକ ଅଧିକାରୀ‌ଙ୍କର ଏହି ଅଭିଯୋଗ ପ୍ରତି ଧ୍ୟାନ ଯାଉ ନାହିଁ । ଫଳରେ ହଇରାଣ ହେବା ସହ ଯୋଜନାରୁ ବଂଚିତ ରହୁଛନ୍ତି
Read More...

ହାଇଦ୍ରାବାଦ ଆଗରେ ୧୫୦ ରନର ଲକ୍ଷ୍ୟ ରଖିଲା ବାଙ୍ଗାଲୋର

ଚେନ୍ନାଇ : ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ-୨୦୨୧ର ୬ଷ୍ଠ ମ୍ୟାଚରେ ହାଇଦ୍ରାବାଦ ଆଗରେ ୧୫୦ ରନର ବିଜୟ ଲକ୍ଷ୍ୟ ରଖିଛି ବାଙ୍ଗାଲୋର । ଆଜି ହାଇଦ୍ରାବାଦ ଦଳ ଟସ ଜିତି ବାଙ୍ଗାଲୋରକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା । ବାଙ୍ଗାଲୋର ପକ୍ଷରୁ ଅଧିନାୟକ
Read More...

ଆରୁହାବୃତ୍ତି -୧ରେ ନୂତନ ଶ୍ରୀ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଭୋଗରାଇ, (ଶିବନାରାୟଣ ପାତ୍ର) : ଜୀବନକୁ ସଂକଟମୁକ୍ତ ସହ ମଙ୍ଗଳମୟ କରିବାର ଅନନ୍ୟ ଦୈବୀ ମାର୍ଗ, ସ୍ୱୟଂ ଶଙ୍କର ଶ୍ରୀ ହନୁମାନ ଜୀଉଙ୍କ ଉପାସନା ବୋଲି ଆଜି ଭୋଗରାଇ ବ୍ଲକ ଅନ୍ତର୍ଗତ ଆରୁହାବୃତ୍ତି-୧ ନୋଡାଲ ଉପ୍ରା ବିଦ୍ୟାଳୟ ସମ୍ମୁଖରେ ଶ୍ରୀ ଶ୍ରୀ ପଞ୍ଚମୁଖୀ ହନୁମାନ ଜୀଉ ତଥା ଶ୍ରୀ
Read More...