Monthly Archives

April 2021

ବଲାଙ୍ଗିର ସହରରେ ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ବଂଧାକୋବି – ୧୬ ଟଙ୍କା, ଫୁଲକୋବି – ୩୦ ଟଙ୍କା, ବ୍ରୁକୋଲି – ୫୦, ଝୁଲଣ (ଝୁନ୍‌ଗା) – ୬୦ ଟଙ୍କା, କଖାରୁ (ମାଖନ୍‌) – ୧୫ ଟଙ୍କା, କଲରା – ୪୦
Read More...

ଦେଶରେ ପୁଣି କରୋନାର ବ୍ଲାଷ୍ଟିଂ ରେକର୍ଡ : ଦେଶରେ ପ୍ରଥମ ଥର ପାଇଁ ଦିନରେ ୧.୨୬ ଲକ୍ଷରୁ ଅଧିକ ନୂଆ ମାମଲା

ନୂଆଦି‌ଲ୍ଲୀ : ଦେଶରେ ପୁଣି କରୋନାର ବ୍ଲାଷ୍ଟିଂ ରେକର୍ଡ ଆସିଛି । ଭାରତରେ କରୋନା ଭୂତାଣୁର ଦ୍ୱିତୀୟ ତରଙ୍ଗ ଅତ୍ୟନ୍ତ କ୍ଷତିକାରକ ମନେହେଉଛି । ଗତ ୨୪ ଘଂଟାରେ ସମସ୍ତ ରେକର୍ଡକୁ ଭାଂଗି ଦେଇଛି କରୋନା ସଂକ୍ରମଣ ଏବଂ ସଂଖ୍ୟା ପହଂଚିଛି ୧୨୬୩୧୫ରେ । ମହାମାରୀ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ
Read More...

ନବମ ବିଶ୍ଵ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ

ଖୋର୍ଦ୍ଧା, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ଜିଲ୍ଲାର ବେଲପଡା ଗ୍ରାମ ଅନ୍ତର୍ଗତ ଖୋଲାଦ୍ୱାରର ବାଟ ମହାବୀର ମନ୍ଦିର ପରିବେଶରେ ନବମ ବିଶ୍ଵ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ମହାବୀର ଦେବଙ୍କ ଅପର କୃପାରୁ ଗତ ୩ ତାରଖ ଠାରୁ ଆରମ୍ଭ ହୋଇ ୭ ତାରିଖପଯ୍ୟନ୍ତ ନାମ ଯଜ୍ଞାଘୃତ ଯଜ୍ଞ ।
Read More...

ସ୍ୱର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସ୍ମରଣୀକା ଉନ୍ମୋଚନ

କଳାହାଣ୍ଡି, (ହେମନ୍ତ ସାହୁ) : ମଣିଷ ପରି ମଣିଷଟିଏ ଥିଲେ ସ୍ୱର୍ଗତ ଆନନ୍ଦ ଆଚାର୍ଯ୍ୟ । ପାଦରେ ଚାଲି ଚାଲି ନିଜ ଜୀବନକାଳରେ ନିଜେ ଶିକ୍ଷକତା କରୁଥିବା ସ୍ମୁଲ ଗୁଡ଼ିକରେ ପହଂଚିଯାଉଥିଲେ ଏବଂ ନିଷ୍ଠାପର ଭାବରେ ଶିକ୍ଷାଦାନ କରୁଥିଲେ । ଶିକ୍ଷକତା ଯାହାଙ୍କର ବୃତ୍ତିଥିଲା ଏବଂ ମଣିଷ ଭିତରେ
Read More...

ଯୁବ ରେଡକ୍ରସ୍ ତରଫରୁ ବିଶ୍ଵ ସ୍ବାସ୍ଥ୍ୟ ଦିବସ ପାଳିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ୍ ଶାଖା ତରଫରୁ ବିଶ୍ଵ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଯୁବ ରେଡକ୍ରସର ସମ୍ପାଦକ ଅଧ୍ୟାପକ ପ୍ରବୀର କୁମାର ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ
Read More...

ବର୍ଦ୍ଧିତ ବିଦ୍ୟୁତ୍ ଦର ବିରୋଧରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଦାବୀପତ୍ର ପ୍ରଦାନ

ଟିଟିଲାଗଡ, (ଗୌରବ ଦର୍ଜୀ) : ରାଜ୍ୟରେ ଦିନକୁ ଦିନ ବିଦ୍ୟୁତ୍ ଦର ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ପ୍ରଦେଶ କଂଗେସ କମିଟି ପ୍ରତିବାଦ କରି ରାଜ୍ୟପାଳଙ୍କ ନିକଟରେ ବର୍ଦ୍ଧିତ ବିଦ୍ୟୁତ୍ ଦରକୁ ହ୍ରାସ କରିବା ପାଇଁ ଦାବୀ କରିଛି । ୨୦୦୬ ମସିହାରେ ବିମୁଦ୍ରାୟନ ଓ ପରେ ପରେ ମହାମାରୀ କରୋନା
Read More...

ଜନ ସ୍ୱାସ୍ଥ୍ୟ ବିଭାଗର ପାନୀୟ ଜଳ ବିତରଣରେ ଅବହେଳାକୁ ନେଇ ଜିଲ୍ଲାପାଳ କ୍ଷୁବ୍ଧ

ଟିଟିଲାଗଡ, (ଗୌରବ ଦର୍ଜୀ) : ଟିଟିଲାଗଡର ମୁଖ୍ୟ ସମସ୍ୟା ହେଉଛି ପାନୀୟ ଜଳ ସମସ୍ୟା । ଏହି ସମସ୍ୟା ପାଇଁ କେତେବେଳେ ରାସ୍ତାରୋକ ତ' କେତେବେଳେ ସହର ବନ୍ଦ । କେବେ ସାତ ଦିନରେ ଥରେ ତ' ଦଶ ଦିନରେ ଥରେ ପାନୀୟ ଜଳ ଯୋଗାଣ ହେଉଛି । ଏହା ମଧ୍ୟରେ ଟିଟିଲାଗଡ ପ୍ରଶାସନ ଦ୍ବାରା ଆରମ୍ଭ ହୋଇଛି ପାଣି
Read More...

ସାଲେପାଲି ଉପରପଡ଼ାରେ ଦେଖା ଦେଲାଣି ପାନୀୟ ଜଳ ସଙ୍କଟ : ସ୍ଵତନ୍ତ୍ର ଓଭରହେଡ ପାଣି ଟାଙ୍କି ଯୋଗାଇବାକୁ ଦାବୀ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାଲେପାଲି ଗାଁର ଉପରପଡାରେ ପାନୀୟ ଜଳ ସଙ୍କଟ ଦେଖାଦେଉଛି । ଏଥି ପାଇଁ ଗାଁର ମହିଳାମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି । ଗ୍ରୀଷ୍ମ ଋତୁ ପ୍ରଭାବରେ ଆଜକୁ ପ୍ରାୟ ପାଞ୍ଚ ବର୍ଷ ହେଇଗଲାଣି ଗାଁରେ ପାନୀୟ ଜଳ ବ୍ୟବସ୍ଥା ପ୍ରତ୍ୟକ ଘର
Read More...

ରାଜ୍ୟର ସରକାରୀ ଓ ବେସରକାରୀ ସ୍କୁଲରେ ୯ମ ଓ ୧୧ଶ ଶ୍ରେଣୀ ପାଠପଢା ୩୦ ଏପ୍ରିଲ ଯାଏଁ ବନ୍ଦ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଉ‌ଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନସ୍ଥ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ୯ମ ଓ ୧୧ଶ ଶ୍ରେଣୀ ପାଠପଢା ୩୦ ଏପ୍ରିଲ ଯାଏଁ ବନ୍ଦ ରହିବ । ଏହି ଶ୍ରେଣୀର ହଷ୍ଟେଲ ଅନ୍ତେବାସୀଙ୍କୁ ଘରକୁ ଫେରି ଯିବାକୁ ପରାମର୍ଶ ଦିଆଯାଇଛି । ତେବେ ମେଟ୍ରିକ ଓ
Read More...

କୁଳପତିଙ୍କ ଛାତ୍ରଛାତ୍ରୀ ମାନଙ୍କ ପ୍ରତି ଦୁର୍ବ୍ୟବହାର ଓ ସମ୍ବଲପୁରୀ ବସ୍ତ୍ର ପ୍ରତି ଦେଇଥିବା ଅଶାଳୀନ ମନ୍ତବ୍ୟକୁ…

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତ ମଙ୍ଗଳବାର ପଶ୍ଚିମ ଓଡିଶାର ଛାତ୍ରଛାତ୍ରୀମାନେ ଛାତ୍ର କଂଗ୍ରେସର ନେତୃତ୍ୱରେ ଯୁକ୍ତ ତିନି ତୃତୀୟ ବର୍ଷ ପରୀକ୍ଷାକୁ ଅନଲାଇନ ମାଧ୍ୟମରେ କରିବା ଦାବୀ ନେଇ ଏକ ସ୍ମାରକପତ୍ର ସମ୍ବଲପୁର ବିଶ୍ୱ ବିଦ୍ୟାଳୟ କୁଳପତିଙ୍କୁ ପ୍ରଦାନ କରିବାକୁ ଯାଇଥିବା ବେଳେ
Read More...