Daily Archives

୫ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍ ବାତିଲ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଦେଶରେ ତଥା ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ଓ ଆବଶ୍ୟକ ପରିମାଣରେ ଯାତ୍ରୀ ନହେବାରୁ ପୂର୍ବତଟ ରେଳ ପରିସୀମା ମଧ୍ୟରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରୁଥିବା ପାଞ୍ଚଟି ସ୍ୱତନ୍ତ୍ର ଟ୍ରେନ୍ ସେବାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି ।
Read More...

ଲକଡାଉନରେ ମୋ ବସ୍ ସେବା ବନ୍ଦ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆସନ୍ତା କାଲିଠାରୁ ଲକଡାଉନ । ଏହି ସମୟରେ ବନ୍ଦ ରହିବ ମୋ ବସ୍ ସେବା । କିନ୍ତୁ ରାଜ୍ୟବ୍ୟାପୀ ଲକଡାଉନ ପୂର୍ବରୁ ଏନେଇ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି । କ୍ରୁଟ୍ ପକ୍ଷରୁ ଭୁବନେଶ୍ୱର, କଟକ ଏବଂ ପୁରୀରେ ମୋ ବସ୍
Read More...

ଦେଓଗାଁରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଦେଓଗାଁ, (ମନୀଷ କୁମାର ସାହୁ) : ପରିମଳ ବ୍ୟବସ୍ଥାକୁ ସୁଧାରିବା ପାଇଁ ସରକାର ବିଭିନ୍ନ ବ୍ୟାପକ ଯୋଜନା କରିଥିଲେ ମଧ୍ୟ ଏହି ସବୁ ଯୋଜନା ଦେଓଗାଁ ଅଞ୍ଚଳରେ କାର୍ୟ୍ୟକାରୀ ହୋଇପାରୁ ନାହିଁ । ଫଳରେ ଦେଓଗାଁ ବସ୍ତି ମଧ୍ୟରେ ବିଭିନ୍ନ ସ୍ଥାନରେ ଅଳିଆ ଆବର୍ଜନା ପଡି ରହୁଛି । ଦେଓଗାଁ କଛାରପାଲି
Read More...

ଜେଇଇ ମେନ୍‌ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ : ଜେଇଇ ମେନ୍‌ ଏପ୍ରିଲ ମାସର ସେସନ ପରେ ବର୍ତ୍ତମାନ ମେ ମାସର ପରୀକ୍ଷା ସେସନକୁ ସ୍ଥଗିତ ରଖାଯାଇଛି ବୋଲି ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ପକ୍ଷରୁ ଏକ ନୋଟିସ ଜାରି କରାଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ନିଜ ଟ୍ୱିଟରରେ ଏ ସମ୍ପର୍କରେ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ୩୦୫ ନୂଆ ଆକ୍ରାନ୍ତ ଚିହ୍ନଟ : ଜିଲ୍ଲାରେ ୨୫୬୧ ଜଣ ସକ୍ରିୟ ଆକ୍ରାନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ୩୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୮ ଜଣ ଚିହ୍ନଟ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୨ରୁ ୩, ୬ରୁ ୧, ୧୧ରୁ ୧ ଓ ୧୫ରୁ ୩ ଜଣ ଆକ୍ରାନ୍ତ ହୋଇଛନ୍ତି । ଆଗଲପୁର
Read More...

ବୌଦ୍ଧ ଜିଲ୍ଲାର ପାଲଝାର : କୃଷିଫାର୍ମ ଦୁର୍ନୀତିର ତଦନ୍ତ ପାଇଁ ଜିଲ୍ଲା ବିଜେପିର ଦାବୀପତ୍ର

ବୌଦ୍ଧ, (ମମତା ମହାକୁର) : କୃଷିବିଭାଗ ପରିଚାଳିତ ପାଲଝାର କୃଷିଫାର୍ମର ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି । ବିଭିନ୍ନ ସମୟରେ ବିଭିନ୍ନ ଗଣମାଧ୍ୟମରେ ଦୁର୍ନୀତି ସମ୍ପର୍କୀତ ଖବର ମାନେ ପ୍ରକାଶ ପାଉଥିଲେ ମଧ୍ୟ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବାରୁ
Read More...

ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ : ମଇ ମାସ ୧୭ ତାରିଖ ଠାରୁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ମଇ ମାସ ୧୭ ତାରିଖଠାରୁ ମଣ୍ଡି ଖୋଲିବା ପାଇଁ ଜିଲ୍ଲା ସ୍ତରୀୟ ଧାନକ୍ରୟ କମିଟି ବୈଠକରେ ସ୍ଥିର କରାଯାଇଛି । ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜିଲ୍ଲାପାଳ ଚଂଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ଜିଲ୍ଲା ଜୁନିୟର ରେଡକ୍ରସ ତରଫରୁ କରୋନା ସଚେତନତା ଓ ହାଇଜେନିକ କିଟ ବଣ୍ଟନ କାର୍ଯ୍ୟକ୍ରମ

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝିପଡା ଠାରେ ବଲାଙ୍ଗିର ଜିଲ୍ଲା ଜୁନିୟର ରେଡକ୍ରସ ତରଫରୁ କରୋନା ସଚେତନତା ଓ ହାଇଜେନିକ କିଟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା ଓ ଜିଲ୍ଲା
Read More...

ମାସ୍କ ଆମର ରକ୍ଷା କବଚ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ୨ୟ ଲହର ଅତ୍ୟନ୍ତ ଘାତକ ଅଟେ। ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ମାସ୍କ ହେଉଛି ଆମର ସୁରକ୍ଷା କବଚ । ଅନ୍ୟମାନଙ୍କ ସହ କଥା ହେବା ସମୟରେ ମାସ୍କକୁ ପାଟି ଓ ନାକ ପାଖରୁ ତଳକୁ ଟାଣନ୍ତୁ ନାହିଁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି
Read More...

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ କଙ୍ଗନାଙ୍କ ଉତ୍ତେଜନାମୂଳକ ମନ୍ତବ୍ୟ : ଟ୍ୱିଟର କମ୍ପାନୀ ପକ୍ଷରୁ ଆକାଉଣ୍ଟକୁ…

ମୁମ୍ବାଇ : ବଲିଉଡ୍ ଅଭିନେତ୍ରୀ କଙ୍ଗନା ରନୌତଙ୍କ ପଶ୍ଚିମବଙ୍ଗ ନିର୍ବାଚନରେ ମମତାଙ୍କ ତୃଣମୁଳ କଂଗ୍ରେସ୍ ବିଜୟକୁ ନେଇ ଉତ୍ତେଜନାମୂଳକ ମନ୍ତବ୍ୟ ଦେବା ପରେ ଟ୍ୱିଟର କମ୍ପାନୀ ପକ୍ଷରୁ ତାଙ୍କ ଆକାଉଣ୍ଟକୁ ସସ୍ପେଣ୍ଡ୍ କରି ଦିଆଯାଇଛି । ତେବେ ଏ ନେଇ ଟ୍ୱିଟର ପକ୍ଷରୁ କୁହାଯାଇଛି ଯେ ଯୋଉଁ ମାନେ
Read More...