Daily Archives

ସାମ୍ବାଦିକ ବିଦ୍ୟାଧର ସାହୁଙ୍କ ପିତୃ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଳ ଅଞ୍ଚଳର ଜଣାଶୁଣା ବ୍ୟକ୍ତି ତଥା ଉତ୍କଳ ଏକ୍ସପ୍ରେସ ୨୪ ୭ ନିଉଜ ଚେନାଲର ବରଗଡ଼ ଜିଲ୍ଲା ପ୍ରତିନିଧି ବିଦ୍ୟାଧର ସାହୁଙ୍କ ପିତା ଭଗବାନ ସାହୁଙ୍କଗତକାଲି ସନ୍ଧ୍ୟା ଚାରିଟା ସମୟରେ ପରଲୋକ ଘଟିଛି । ଭଗବାନ ସାହୁ ଦୀର୍ଘ ଏକ ମାସ ହେଲା
Read More...

୨୪ ଘଂଟାରେ ୧୨ ହଜାର ଉପରକୁ ପହଂଚିଲା ଆକ୍ରାନ୍ତଙ୍କ ସଂଖ୍ୟା, ସୁନ୍ଦରଗଡ଼ରୁ ୨ ହଜାର ପାର୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୪ ଘଂଟାରେ ୧୨ ହଜାର ଉପରକୁ ପହଂଚିଛଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୨,୨୩୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୬୯୫୦ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୧୪ ଜଣ
Read More...

ବଲାଙ୍ଗିର ସହରରେ ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁୁ । ଟମାଟର୍‌ – ୧୫ ଟଙ୍କା, ସଜନା ଛୁଇଁ (ମୁନ୍‌ଗା) – ୮୦ ଟଙ୍କା, ଅଦା – ୮୦ ଟଙ୍କା, ରଷୁଣ – ୧୨୦ ଟଙ୍କା, ଭେଣ୍ଡି -୪୦ ଟଙ୍କା, ବିନ୍‌ – ୮୦
Read More...