Daily Archives

ଯୋଗ୍ୟ ଭତ୍ତା ଆଶାୟୀ ହିତାଧିକାରୀ ଯୋଜନାରୁ ବଞ୍ଚିତ : କେବଳ ଶୁଣୁଛନ୍ତି ଆଶ୍ଵାସନା ବାଣୀ

ପାଟଣାଗଡ଼, (ଗୋରେଖନାଥ ବରିହା) : ଅସହାୟ ବୃଦ୍ଧବୃଦ୍ଧା ଓ ବିଧବାଙ୍କୁ ସରକାରଙ୍କ ମାସିକ ଭତ୍ତା ବ୍ୟବସ୍ଥା ରହିଛି । ତେବେ ପ୍ରଶାସନିକ କଚ୍ଛପ ଗତି ଯୋଗୁଁ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ନୂତନ ଧାତୁକ ପଞ୍ଚାୟତ ବରବାହାଲର ୯ ଜଣ ଯୋଗ୍ୟ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ ହୋଇଥିବା
Read More...

ରାଜ୍ୟରେ ଗତ ୨୪ ଘଂଟାରେ ୧୦,୦୩୧ ଆକ୍ରାନ୍ତଙ୍କ ସଂଖ୍ୟା : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୭୬୦

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅମାନିଆ କରୋନା ସଂକ୍ରମଣ ବ୍ୟାପୁଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦,୦୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୪,୭୬୦ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୪୦୮ ଜଣ ଆଂଚଳିକ
Read More...