Daily Archives

ଜନତା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର ପଣ୍ଡାଙ୍କ କରୋନାରେ ଦେହାନ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ କରୋନା ତାଣ୍ଡବ ଲୀଳା ରଚୁଥିବା ବେଳେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ାରୁ ଏକ ଦୁଃଖଦ ଖବର ଆସି ପହଞ୍ଚିଛି । ସ୍ଥାନୀୟ ଜନତା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର ପଣ୍ଡାଙ୍କ କରୋନାରେ ଦେହାନ୍ତ ହୋଇଛି । କିଛି ଦିନ ତଳେ ସେ
Read More...

ଉଦୟନାଥ ଫର୍ଣ୍ଣିଚରର ୧୮ତମ ଲକି ଡ୍ର ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୧୮ତମ ଲକି ଡ୍ର' ଉଠାଣ ଗତକାଲି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ନୂଆପଡ଼ା ନିବାସୀ ଶମ୍ଭୁରାମ ସାହୁ । ଏହି ଉଠାଣ
Read More...

ବୌଦ୍ଧ ଜିଲ୍ଲାର କଣ୍ଟାମାଲ ଅଞ୍ଚଳରେ ପ୍ରବଳ ବର୍ଷା ଓ ପବନ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଓ ପବନ ସକାଳ ୯ ଟା ବେଳକୁ ଆରମ୍ଭ ହୋଇଯାଇଛି । ଦୁଇଦିନ ତଳେ ବର୍ଷା ଓ ପବନ ହୋଇଥିବା ବେଳେ ଆଜି ପୁଣି ଆରମ୍ଭ ହୋଇଥିବା ଯୋଗୁଁ ଅନେକ ଚାଷୀ ଡାଲୁଆ ଧାନକୁ ନେଇ ଚିନ୍ତାରେ ଅଛନ୍ତି । ଆମ୍ବ ବଗିଚା
Read More...

‘ପୋଷ୍ୟ ସ୍କୁଲ’ର ଭିତ୍ତିଭୂମି ସମୀକ୍ଷା କଲେ ଓଟିଡିସି ଅଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଗତକାଲି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବଲାଙ୍ଗିର ସରକାରୀ ଗାର୍ଲସ ହାଇସ୍କୁଲର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି । ସ୍କୁଲର ସୌନ୍ଦର୍ଯ୍ୟକରଣ ସମେତ ସେଠାରେ ଛାତ୍ରୀମାନଙ୍କ ପାଇଁ
Read More...

ଟିକେ ଆଶ୍ୱସ୍ତି, ରାଜ୍ୟରେ ଦିନକରେ ୧୦ ହଜାର ତଳକୁ ଖସିଛି ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ଆକ୍ରାନ୍ତଙ୍କ ସଂଖ୍ୟା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଦିନକରେ ୧୦ ହଜାର ତଳକୁ ରହିଛି ସଂକ୍ରମଣ ସଂଖ୍ୟା । ରାଜ୍ୟବାସୀଙ୍କୁ ଟିକେ ଆଶ୍ୱସ୍ତି ମିଳିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯୭୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୪୮୨୯ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ
Read More...

ନିଜ ପୋଷ୍ୟ ସଇଁନ୍ତଲା ବାଳିକା ହାଇସ୍କୁଲକୁ ନେଇ ମନ୍ତ୍ରୀଙ୍କ ଚିନ୍ତା : ଭର୍‌ଚୁଆଲ ମୋଡ୍‌ରେ ମନ୍ତ୍ରୀ ଟୁକୁନି ସାହୁ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବାଳିକା ହାଇସ୍କୁଲକୁ ନେଇ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଥିବା ବେଳେ ଭର୍‌ଚୁଆଲ ମୋଡ୍‌ରେ ଗୁଗୁଲ ମିଟ୍‌ ଆପ୍ଲିକେସନ୍ ମାଧ୍ୟମରେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବା
Read More...

ସଂସଦୀୟ କ୍ଷେତ୍ରର କୋଭିଡ୍‍ ସମୀକ୍ଷା କଲେ ସାଂସଦ ଅଚ୍ୟୁତ ସାମନ୍ତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ସଂସଦୀୟ କ୍ଷେତ୍ରର ବିଭିନ୍ନ ଅଞ୍ଚଳରେ କୋଭିଡ୍‍ ପରିଚାଳନା ନେଇ ସାଂସଦ ଅଚ୍ୟୁତ ସାମନ୍ତ ନିୟମିତ ସମୀକ୍ଷା ଜାରି ରଖିଛନ୍ତି । ପ୍ରତି ସପ୍ତାହରେ ସଂସଦୀୟ କ୍ଷେତ୍ରର ବିଭିନ୍ନ ଜିଲାପାଳଙ୍କ ସହ କୋଭିଡ୍‍ ପରିଚାଳନା ନେଇ ଆଲୋଚନା କରି
Read More...