Daily Archives

ସୁବର୍ଣ୍ଣପୁର ଜିଲ୍ଲାର ୬ଟି କେନ୍ଦ୍ରରେ ଆସନ୍ତା ୧୫ ତାରିଖ ଦିନ ୪୫ ତଥା ତଦୁର୍ଦ୍ଧ ବୟସର ହିତାଧିକାରୀଙ୍କୁ କେବଳ…

ସୁବର୍ଣ୍ଣପୁର (ପ୍ରଭୁଦତ୍ତ ରଥ) : ବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲାରେ କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ୪୫ ବର୍ଷ ଓ ତଦୁର୍ଧ୍ୱ ବୟସ୍କ ହିତାଧିକାରୀ, ଯେଉଁମାନଙ୍କ ପ୍ରଥମ ଡୋଜ ଟୀକା ନେବାର ୪୨ ଦିନ ସମ୍ପୂର୍ଣ୍ଣ ହୋଇସାରିଥିବ, ସେହି
Read More...

ଜାରି ରହିଛି ଲକ୍‌ଡାଉନ୍‌ ଏବଂ ରାତ୍ରୀକାଳୀନ କର୍ଫ୍ୟୁ : ବଲାଙ୍ଗିର ସହରରେ ପୋଲିସ ପକ୍ଷରୁ କଡ଼ାକଡ଼ି ଯାଂଚ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ୧୪ ଦିନିଆ ଲକ୍‌ଡ଼ାଉନ୍‌ ଓ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିଥିବା ବେଳେ ବଲାଙ୍ଗିର ସହରରେ ବଲାଙ୍ଗିର ଆଦର୍ଶ ଟାଉନ୍‌ ପୋଲିସ ପକ୍ଷରୁ କଡ଼ାକଡ଼ି ଯାଂଚ କରାଯାଉଥିବା ଦେଖିବାକୁ ମିଳିଛି । ଆଦର୍ଶ ଟାଉନ୍‌ ଥାନା ଆଇଆଇସି କେ. ପ୍ରିୟଙ୍କା
Read More...

କରୋନା ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା
Read More...

ବୌଦ୍ଧ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସାମ୍ବାଦିକ ଦୁର୍ବାକ୍ଷ ବସ୍ତିଆଙ୍କ ବିୟୋଗରେ ଶୋକ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଜି ଗୁଗୁଲ ମିଟ ମାଧ୍ୟମରେ ଜିଲା ସଭାପତି ରତ୍ନାକର ବେହେରାଙ୍କ ସଭାପତିତ୍ୱରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତ ଦୁର୍ବାକ୍ଷ ବସ୍ତିଆ 'ଓଡିଶା ଭାସ୍କର'ର ଜିଲା ପ୍ରତିନିଧି ଭାବେ କାର୍ଯ୍ୟରତ ଥିଲେ । ସେ ଜଣେ
Read More...

ପୂର୍ବତନ ପାଣି ପଞ୍ଚାୟତ ଅଧ୍ୟକ୍ଷ ପ୍ରଦିପ କୁମାର ସାହୁଙ୍କ ପରଲୋକ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା କାର୍ଲମୁଣ୍ଡା ବ୍ଲକ ପୁଟି ଗାଁର ପୂର୍ବତନ ପାଣି ପଞ୍ଚାୟତ ଅଧ୍ୟକ୍ଷ ପ୍ରଦୀପ କୁମାର ସାହୁ (୪୬)ଙ୍କ ଦେହାନ୍ତ ହୋଇଯାଇଛି । ସେ କରୋନା ସଂକ୍ରମିତ ହୋଇ ୮ ଦିନ ହେଲା ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲ ଚିକିତ୍ସିତ ହେଉଥିଲେ, ସ୍ୱାସ୍ଥ୍ୟ
Read More...

ସଇଁନ୍ତଲା ବ୍ଳକରେ ବଢୁଛି କରୋନା ସଂକ୍ରମଣ : ସ୍ଥିତି ଅନୁଧ୍ୟାନ କରୁଛି ସ୍ୱାସ୍ଥ୍ୟ ବିଭାଗ

ସଇଁନ୍ତଲା, (ଅଜିତ କୁମାର ସାହୁ) : କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି । ତେବେ କିଛି ଦିନ ହେବ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଥିବା ବେଳେ ଗତକାଲି ବ୍ଳକରେ ସର୍ବାଧିକ ୮୦ଜଣ କରୋନା ଚିହ୍ନଟ ହୋଇଛନ୍ତି । ତେବେ ଏଭଳି ପରିସ୍ଥିତିରେ ଲୋକେ ଭୟ କରିବା
Read More...

ଦେଓଗାଁ ବ୍ଲକନେ ଆଜି ଫେର ୧୧ଝନ୍ ହେଲେ କରୋନା ଚିହ୍ନଟ : ଗଲା ୫ଦିନେ ୨ଶହ ପାର୍ ହେଲା ନ

ଅସମ୍ଭାଳ ହେଇ ବସଲାନ ସଂକ୍ରମଣ : ରୋକ୍ ଲଗେଇ ପାରବା ତ ପ୍ରଶାସନଦେଓଗାଁ, (ମନୀଷ କୁମାର ସାହୁ) : ଦିନା କେତେ ହେଲା ଦେଓଗାଁ ବ୍ଲକ ଅଞ୍ଚଳନେ କରୋନାର ସଂକ୍ରମଣ ଦ୍ରୁତ ବେଗରେ ବୃଦ୍ଧି ପାଉଥିବା ଦେଖବାର କେ ମିଲୁଛେ । ଗଲା ରବିବାର ଦିନେ ବ୍ଲକନେ ୭୩ଜଣ, ସୋମବାର ଦିନେ ୩୧ ଜଣ, ମଙ୍ଗଳବାର ଦିନେ
Read More...

ଲକଡାଉନ୍‌ରେ ମର୍ଣ୍ଣିଂ ୱାର୍କ, ଇଭିନିଂ ୱାର୍କ ଓ ସାଇକେଲିଂକୁ ସଂପୂର୍ଣ୍ଣ ମନା : ବରିଷ୍ଠ ପୋଲିସ ଅଧିକାରୀ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇ କହିଛନ୍ତି ଯେ, ଲକଡାଉନ୍‌ରେ ମର୍ଣ୍ଣିଂ ୱାର୍କ, ଇଭିନିଂ ୱାର୍କ ଓ ସାଇକେଲିଂକୁ ସଂପୂର୍ଣ୍ଣ ମନା କରାଯାଇଛି । କେବଳ ମର୍ଣ୍ଣିଂ ୱାର୍କ ନୁହେଁ ବରଂ ଇଭିନିଂ ୱାର୍କ, ସାଇକ୍ଲିଂକୁ ସଂପୂର୍ଣ୍ଣ ବାରଣ କରାଯାଇଛି । କିଛି
Read More...

ବିହାରରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅବଧି ବୃଦ୍ଧି

ବିହାର : ବିହାରରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅବଧି ବୃଦ୍ଧି । ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୂଚନା ଦେଇଛନ୍ତି । ବିହାରର ମନ୍ତ୍ରୀଗଣ ଏବଂ ଉଚ୍ଚ ଅଧିକାରୀ ମାନଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ଲକଡାଉନର ସକାରାତ୍ମକ ପ୍ରଭାବ ପଡିଥିବାରୁ ଦଶ ଦିନ
Read More...

ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଘୁଞ୍ଚିଲା

ନୂଆଦିଲ୍ଲୀ : କରୋନା ସ୍ଥିତିକୁ ଦୃଷ୍ଟିରେ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଘୁଞ୍ଚାଯାଇଛି । ତେବେ ୟୁପିଏସ୍‌ସି ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ପୂର୍ବରୁ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଆସନ୍ତା ମାସ ଜୁନ୍ ୨୭ ହେବାର ଥିଲା । ଏବେ ଏହାକୁ ଅକ୍ଟୋବର ୧୦କୁ
Read More...