Daily Archives

ଜେ.ଏସ୍ ମ୍ୟୁଜିକ୍ ଜନକ ସେଠ୍ ଏବଂ ଟିମ୍ ତରଫରୁ ସଂଗୀତ ମାଧ୍ୟମରେ ପୁଣି ଥରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଦେଶରେ କରୋନା ପୁଣି ଥରେ ମାଡ଼ି ବସିଛି । ତେବେ ଜେ.ଏସ୍ ମ୍ୟୁଜିକ୍ ଜନକ ସେଠ୍ ଏବଂ ଟିମ୍ ତରଫରୁ ସଂଗୀତ ମାଧ୍ୟମରେ ପୁଣି ଥରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରଯାଇଛି । ଏଥିରେ ପରିବେଷଣ ହେଉଥିବା ଗୀତ ସବୁ ଫେସବୁକ ଏବଂ ୟୁଟ୍ୟୁବରେ ମଧ୍ୟ ଅପଲୋଡ଼ ହେଉଛି
Read More...

ମାରଓ୍ବାଡି ଯୁବା ମଞ୍ଚ ପକ୍ଷରୁ ଅକ୍ସିଜେନ ବ୍ୟାଙ୍କ ଉଦଘାଟିତ

ତୁଷୁରା, (ଅଜିତ କୁମାର ସାହୁ) : କରୋନା ମହାମାରୀକୁ ନେଇ ସାରା ରାଜ୍ୟରେ ଆତଙ୍କିତ ଅବସ୍ଥାରେ ଲୋକେ ରହୁଛନ୍ତି । ଅନେକ ଲୋକେ ଅକ୍ସିଜେନ ନପାଇବାରୁ ମୃତ୍ୟୁ ବରଣ ମଧ୍ୟ କରୁଛନ୍ତି । ତେବେ ଏଭଳି ପରିସ୍ଥିତିରେ ଆଗେଇ ଆସିଛି ବଲାଙ୍ଗିର ଜିଲ୍ଲା ତୁଷୁରା ମାରୱାଡି ଯୁବା ମଞ୍ଚ । ସ୍ଥାନୀୟ ଜୈନ
Read More...

ଯାଦବ ସମାଜ ପକ୍ଷରୁ ଆମ୍ବୁଲାନ୍ସ ଚାଳକଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଯାଦବ ଭବନ ବଲାଙ୍ଗିର ଠାରେ ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ବଲାଙ୍ଗିର ଆମ୍ବୁଲାନ୍ସ ଚାଳକମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । କରୋନା ମହାମାରୀର ଦ୍ୱିତୀୟ ଲହର ବର୍ତ୍ତମାନ କବଳିତ କରିଛି । ଅନେକ ଲୋକ ନିଜର ପରିବାର ପରିଜନଙ୍କ ପାଖକୁ ଯିବାକୁ
Read More...

ଗାନ୍ଧୀବାଦୀ ପ୍ରଫୁଲ ନାଏକଙ୍କ ସ୍ମୃତିସଭା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବେରବୋଇ ଗାନ୍ଧୀ ସ୍ମାରକୀ ସମିତିର କର୍ଣ୍ଣଧାର, ଗାନ୍ଧୀଚିନ୍ତକ ସ୍ୱର୍ଗତ ବେରବୋଇ ଗ୍ରାମର ପ୍ରଫୁଲ ନାଏକଙ୍କ ସ୍ମୃତି ଉଦ୍ଦ୍ୟେଶରେ ଗାନ୍ଧୀ ପୀଠରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସ୍ମୃତି ଚାରଣ ସଭାରେ ଗାନ୍ଧୀ ସ୍ମାରକୀ ସମିତିର
Read More...

ଆରମ୍ଭ ହେଲା ବଣିକ ସଂଘର ଅକ୍ସିଜେନ ବ୍ୟାଙ୍କ : ନରସିଂହ କଲେ ଲୋକାର୍ପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଅନୁରୋଧ କ୍ରମେ ବଲାଙ୍ଗିର ବଣିକ ସଂଘ ଏକ ଅକ୍ସିଜେନ ବ୍ୟାଙ୍କ ଆରମ୍ଭ କରିଛି । ଏହି ବ୍ୟାଙ୍କକୁ ପ୍ରଥମେ ୧୯ଗୋଟି ସିଲିଣ୍ଡରରୁ ଆରମ୍ଭ କରାଯାଇଥିବା ବେଳେ ଆଗକୁ ସଂଗଠନ ତରଫରୁ ଆମ୍ବୁଲାନ୍ସ ସେବା ମଧ୍ୟ ଯୋଗାଇ ଦିଆଯିବ
Read More...

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ ମଳମୁଣ୍ଡା ଗ୍ରା.ପ. ଅନ୍ତର୍ଗତ କୁର୍ଲୁପାଲି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଶିବପ୍ରସାଦ ସାହୁଙ୍କ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହେଉଥିିଲା । ମୃତ୍ୟୁ ସମୟରେ ତାଙ୍କ ଜ୍ୟେଷ୍ଠ ପୁତ୍ର ବିଶିଷ୍ଟ କଂଗ୍ରେସ ନେତା
Read More...

ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦୧ : ବଲାଙ୍ଗିର ପୌରାଂଚଳରୁ ୭୭

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦୧ ରହିଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୭୭ ଜଣ ସଂକ୍ରମିତ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୭ରୁ ୧, ୪ରୁ ୨, ୧୩ରୁ ୨, ୧୪ରୁ ୨, ୧୬ରୁ ୨, ୫ରୁ ୩, ୮ରୁ ୩, ୧୨ରୁ
Read More...

ଜିଓ ଟାୱାର ଅଛି ହେଲେ କାମ କରୁନି : ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବୀ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ କେଳାପଡା ପଞ୍ଚାୟତ ବୈରିକୁମାଠାରେ ଜିଓ ଟାୱାର ବସିବାର ଦୀର୍ଘ ପାଞ୍ଚ ବର୍ଷରୁ ଉର୍ଦ୍ଧ ଦିନ ବିତି ଯାଇଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇ ନଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି ।
Read More...

ସମାଜସେବୀ ତଥା ପୂର୍ବତନ ସରପଂଚ ବେଣୁଧର ପାଣିଗ୍ରାହୀଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଚନ୍ଦନଭାଟିର ବୟୋଜ୍ୟେଷ୍ଠ ସମାଜସେବୀ ତଥା ପୂର୍ବତନ ସରପଂଚ ବେଣୁଧର ପାଣିଗ୍ରାହୀଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କ ୯୮ ବର୍ଷ ହେଉଥିଲା । ବାର୍ଦ୍ଧକ୍ୟ ଜନିତ କାରଣରୁ ବଲାଙ୍ଗିର ଭୀମଭୋଇ ମେଡିକାଲ
Read More...

ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଟୀକାକରଣ କେନ୍ଦ୍ରରେ ଆସନ୍ତା ୧୭ ତାରିଖରେ ୪୫ ତଥା ତଦୁର୍ଦ୍ଧ ବୟସର…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲାରେ କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ୪୫ ବର୍ଷ ଓ ତଦୁର୍ଦ୍ଧ ବୟସ୍କ ହିତାଧିକାରୀ, ଯେଉଁମାନେ ପ୍ରଥମ ଡୋଜ ଟୀକା ନେବାର ୮୪ ଦିନ ସମ୍ପୂର୍ଣ୍ଣ ହୋଇସାରିଥିବ, ତଥା ଏଚସିଡବ୍ଲୁ ଓ
Read More...