ବଙ୍ଗୋପସାଗରେ ଦାନା ବାନ୍ଧୁଛି ବାତ୍ୟା : ଭୟ ବଢାଇଲା ସାଇକ୍ଲୋନ୍ ସେଣ୍ଟର୍ର ଆକଳନ
ଭୁବନେଶ୍ୱର, (କେ. ସତ୍ୟନାରାୟଣ ରେଡ୍ଡୀ) : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ୨୩ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ଭୂବିଜ୍ଞାନ ମନ୍ତ୍ରଣାଳୟର ସଚିବ ମାଧବନ ରାଜୀବନ ଟ୍ୱିଟ କରି ସୂଚନା ଦେଇଛନ୍ତି । କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ!-->…
Read More...
Read More...