Daily Archives

ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା
Read More...

ଗୋଟିଏ ଦିନରେ ଦୁଇଟି ଡକାୟତି ଘଟଣା : ଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଜଣେ ବ୍ୟବସାୟୀଠୁ ଲୁଟିଲେ ଲକ୍ଷାଧିକ ଟଙ୍କା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନକୁ ଦିନ ମହାମାରୀ କରୋନା ସଂକ୍ରମଣ ସମୟରେ ବଲାଙ୍ଗିର ସରରରେ ଗୁଣ୍ଡାରାଜ ବଢିବା ସହ ଡକାୟତି ମଧ୍ୟ ବଢିବାରେ ଲାଗିଛି । ଗତକାଲି ବଲାଙ୍ଗିର ସହରର ୨ଟି ପଡ଼ାରେ ୪ ଜଣିଆ ଡକାୟତି ଦଳ ଆତଙ୍କ ଖେଳାଇ ଦେଇଛନ୍ତି । ଯାହ ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ
Read More...

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦୋକାନ ଖୋଲିବା ଅବଧି ବଢ଼ିଲା

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦୋକାନ ଖୋଲିବା ଅବଧି ବଢ଼ିଛି । ସକାଳ ୭ଟା ଦିନ ୧ଟା ଯାଏଁ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ୨ଦିନ ପାଇଁ କଟକଣା କୋହଳ କରାଯାଇଥିବା କୁହାଯାଇଛି
Read More...

ବାତ୍ୟା ମୁକାବିଲା ପ୍ରସ୍ତୁତି ସଂକ୍ରାନ୍ତରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମୀକ୍ଷା

-କରୋନାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ପରାମର୍ଶଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଗୃହ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ଆଇନ୍‌ ମନ୍ତ୍ରୀ ପ୍ରତାପ ଜେନା ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏହାର ପ୍ରସ୍ତୁତି ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି ।
Read More...

ବ୍ଲାକ୍‌ ଫଙ୍ଗସ୍‌ର ମୃତ୍ୟୁ ହାର କରୋନା ମୃତ୍ୟୁ ହାର ଠାରୁ ଅଧିକ, ଅଥଚ ବ୍ଲାକ୍ ଫଙ୍ଗସ୍ ସଂକ୍ରାମକ ରୋଗ ନୁହେଁ :…

ନୂଆଦିଲ୍ଲୀ : ଏମ୍‌ସ୍‌ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କରୋନା ରୋଗୀଙ୍କଠାରେ ବ୍ଲାକ୍‌ ଫଙ୍ଗସ୍ ରୋଗ ବିଷୟରେ କହିଛନ୍ତି । ସେ କହିଛନ୍ତି ଯେ, ଯଦି ବ୍ଲାକ୍‌ ଫଙ୍ଗ୍‌ସକୁ ଠିକ୍ ସମୟରେ ଚିକିତ୍ସା କରା ନ ଯାଏ ଏବଂ ଏହା ଶରୀରରେ ଅଧିକ ବ୍ୟାପିଥାଏ, ତେବେ କରୋନା ଭୂତାଣୁ ସଂକ୍ରମଣର ମୃତ୍ୟୁ
Read More...

ସଇଁନ୍ତଲା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗରିବଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲେ ଥାନା ଅଧିକାରୀ

ସଇଁନ୍ତଲା, (ଅଜିତ କୁମାର ସାହୁ) : କରୋନା ମହାମାରୀ ଯୋଗୁଁ ସାରା ରାଜ୍ୟରେ ଦୋକାନ ବଜାର ବନ୍ଦ ଥିବା ଯୋଗୁଁ ଗରୀବ ନିରୀହ ଲୋକଙ୍କ ଜୀଵନ ଏବେ ଅସ୍ତବ୍ୟସ୍ତ ହୋଇ ପଡିଛି । ଅନେକ ଲୋକେ ଭୋକ ଉପାସରେ ମଧ୍ୟ ଦିନ ବିତାଉଛନ୍ତି ତେବେ ଏଭଳି ପରିସ୍ଥିତିରେ ଆଜି ସଇଁନ୍ତଲା ପଞ୍ଚାୟତ କାର୍ଯ୍ୟାଳୟ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୧୧,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୧୧,୨୬୨ରେ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୮୬୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...

କୋଶଲ ଭାରତୀର ସଂଧ୍ୟାକାଳୀନ ଅନଲାଇନ କୋଶଲି କବିତା ଆସର୍ ଆୟୋଜିତ

ଗାଇସିଲାଟ, (ପୁସ୍ତମ୍ ଯୁଆଡି ) : କୋଶଲ ଭାରତୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଗାଇସିଲାଟ ତରଫରୁ ଗୁଗୁଲ ମିଟ୍ ମାଧ୍ୟମରେ ଏକ ଅନଲାଇନ କୋଶଲି କବିତା ଆସର୍ ଆୟୋଜିତ ହୋଇଯାଇଛି । କବି ଦିଲ୍ଲୀପ କୁମାର ସରାପଙ୍କର ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି କବିତା ଆସରକୁ ସଂଯୋଜନା କରିଥିଲେ
Read More...