Daily Archives

ସୁବର୍ଣ୍ଣପୁର ଟ୍ରକ ମାଲିକ ସଂଘ ପକ୍ଷରୁ ଖାଦ୍ୟ ବଣ୍ଟନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : କରୋନା ପରି ମହାମାରୀ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ସରକାର ଏହାକୁ ମହାମାରୀ ଘୋଷଣା କରିଛନ୍ତି । ଏହିପରି ଘଡିସନ୍ଧି ମୁହୂର୍ତ୍ତରେ ଦେଶରେ ଲକଡାଉନ ସଟଡ଼ାଉନ ଓ ଆଦି ପ୍ରତିବନ୍ଧକ ଲାଗି ରହିଥିବା ବେଳେ ଅସହାୟ ଗରିବ ଏବଂ ନିରୀହ ପଶୁପକ୍ଷୀ ମାନେ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୭୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ, କଟକରୁ ୧୦୯୧

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୨,୦୭୨ରେ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୧୭୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...

ବେକରେ ରସି ଲଗାଇ ଆତ୍ମହତ୍ୟା

ବୌଦ୍ଧ, (ବଂଶୀଧର ମାଝୀ) : ମନମୁଣ୍ଡା ଥାନା ଅନ୍ତର୍ଗତ ଝିଙ୍କରପାଲି ଗ୍ରାମରେ ଜନୈକ ଯୁବକ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଆଜି ମନମୁଣ୍ଡା ଥାନାରେ ଅଭିଯୋଗ ହୋଇଛି । ପୁଲିସ ସୂଚନା ଅନୁସାରେ ଗତକାଲି ରାତିରେ ଝିଙ୍କରପାଲି ଗ୍ରାମର ରଙ୍କ ପୁଟେଲ(୫୦) ଆର୍ଥିକ ସମସ୍ୟା ଯୋଗୁଁ
Read More...

ସାମୁଦ୍ରିକ ଝଡ ୟାସ୍ ଯୋଗୁଁ ଇସ୍ପାତ କିମ୍ବା ଅମ୍ଳଜାନ ଉତ୍ପାଦନ ବାଧାପ୍ରାପ୍ତ ହୋଇନାହିଁ

ନୂଆଦିଲ୍ଲୀ, (ପିଆଇବି) : ସାମୁଦ୍ରିକ ଝଡ ୟାସର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଗତ ୨୩ ତାରିଖ ଦିନ ଶିଳ୍ପ ଏବଂ ଆଭ୍ୟନ୍ତରୀଣ ବାଣିଜ୍ୟ ଉନ୍ନୟନ ବିଭାଗ ଓ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଇସ୍ପାତ ଉତ୍ପାଦନକାରୀ ପ୍ରତିଷ୍ଠାନଗୁଡିକ ସହିତ ମନ୍ତ୍ରଣାଳୟର ଏକ ସମ୍ମିଳନୀ ଅନୁଷ୍ଠିତ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେରଫେର ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଚିଖିଲି ଗ୍ରାମ ପଂଚାୟତରେ ଦେଖିବାକୁ ମିଳିଛି ଲାଳସାଗ୍ରସ୍ତ କର୍ମଚାରୀମାନଙ୍କର ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟ । ଚିଖିଲି ଗ୍ରାମ ପଂଚାୟତର ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଆର୍ଥିକ ବର୍ଷ ୨୦୧୯ -
Read More...

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକରେ ୨୨ କୋଟିରୁ ଅଧିକ ଟିକା ଡୋଜ ପ୍ରଦାନ

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକରେ ୧.୮୪ କୋଟି ଡୋଜ ଉପଲବ୍ଧ ଅଛି ନୂଆଦିଲ୍ଲୀ, (ପିଆଇବି) : ଦେଶବ୍ୟାପି ଟିକାକରଣ ଅଭିଯାନ ଅନ୍ତର୍ଗତ ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ବିନା ମୂଲ୍ୟରେ କୋଭିଡ ଟିକା ଯୋଗାଇ ଦେଉଛନ୍ତି । ଏହାସହିତ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ
Read More...

କୋଭିଡ-୧୯ ଯୋଗୁଁ ପ୍ରାଣ ହରାଇଥିବା ୬୭ଜଣ ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା ଅନୁମୋଦନ

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସାମ୍ବାଦିକ କଲ୍ୟାଣ ଯୋଜନାରେ ପ୍ରତ୍ୟେକ ପରିବାର ପାଇବେ ୫ ଲକ୍ଷ ଟଙ୍କାପ୍ରତି ସପ୍ତାହରେ ବସିବ ସାମ୍ବାଦିକ କଲ୍ୟାଣ ଯୋଜନା ବୈଠକ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ତତ୍ତ୍ଵାବଧାନରେ ମନ୍ତ୍ରଣାଳୟ ନିଜ
Read More...