ଜିଲ୍ଲା ଜୁନିୟର ରେଡକ୍ରସ ତରଫରୁ କରୋନା ସଚେତନତା ଓ ହାଇଜେନିକ କିଟ ବଣ୍ଟନ କାର୍ଯ୍ୟକ୍ରମ
ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝିପଡା ଠାରେ ବଲାଙ୍ଗିର ଜିଲ୍ଲା ଜୁନିୟର ରେଡକ୍ରସ ତରଫରୁ କରୋନା ସଚେତନତା ଓ ହାଇଜେନିକ କିଟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା ଓ ଜିଲ୍ଲା!-->…
Read More...
Read More...