Monthly Archives

May 2021

ଲକଡାଉନ ବେଳେ ଚାଲୁ ରହିବ ଟୀକାକରଣ ଓ ଟେଷ୍ଟିଂ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମେ' ୫ରୁ ୧୯ ତାରିଖ ପର୍ୟ୍ୟନ୍ତ ଲକଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ଏହି ସମୟରେ ଟୀକାକରଣ ଓ ଟେଷ୍ଟିଂକୁ ଅନୁମତି ଦିଆଯାଇଛି । ଲକ୍‌ଡାଉନ୍‌ ବେଳେ ଟୀକା ପାଇଁ ଅନୁମତିପ୍ରାପ୍ତ ବ୍ୟକ୍ତି ଟୀକା କେନ୍ଦ୍ରକୁ
Read More...

ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ବୈଠକ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ସମ୍ମିଳନୀ କକ୍ଷରେ ଲୁପୁରସିଂହା ଓ ତାଲମେଂଡା ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୋପାଳକୃଷ୍ଣ ଦାସଙ୍କ ୩୪ ବର୍ଷ ସରକାରୀ ଚାକିରୀରୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କରୋନା
Read More...

ପରଲୋକରେ ପୂର୍ବତନ ସମିତି ସଭ୍ୟା

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ବ୍ଲକ୍ ବାଉଁଶୁଣୀ ଗ୍ରାମ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟା ସୁଦେବୀ ଦନାୟକ (୮୮)ଙ୍କ ଶନିବାର ଅପରାହ୍ନ ୪ଘଣ୍ଟା ସମୟରେ ବାଉଁଶୁଣୀ ଗ୍ରାମ ପଞ୍ଚାୟତ ବୈଦ୍ୟନାଥପୁର୍ ଠାରେ ଥିବା ନିଜ ବାସଭବନରେ ପରଲୋକ ଗମନ କରିଛନ୍ତି । ସେ ଦୀର୍ଘଦିନ ହେଲା ଶଯ୍ୟାଶାୟୀ ଥିଲେ
Read More...

ଦେଶରେ ୩.୯୨ ଲକ୍ଷରୁ ଅଧିକ ନୂତନ ରୋଗୀ ଚିହ୍ନଟ, ୩୬୮୯ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦିନକୁ ୩,୯୨,୪୮୮ କରୋନା ଭୂତାଣୁ ସଂକ୍ରମଣ ପରେ ମୋଟ ସଂକ୍ରମଣ ସଂଖ୍ୟା ୧,୯୫,୫୭,୪୫୭କୁ ବୃଦ୍ଧି ପାଇଛି । ଶନିବାର ଦିନ ଦେଶରେ କୋଭିଡ -୧୯ ରୁ ୩,୬୮୯ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ମଧ୍ୟ ୨,୧୫,୫୪୨ କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
Read More...

ଲକ୍‌ଡାଉନ୍‌ ବେଳେ ଜରୁରୀ ସେବା ଚାଲୁ ରଖିବାକୁ ଅନୁମତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲକଡାଉନ ବେଳେ ଜରୁରୀ ସେବା ଚାଲୁ ରଖିବାକୁ ଅନୁମତି ଦିଆଯାଇଛି। ହସ୍ପିଟାଲ, ନର୍ସିଂହୋମ, ଔଷଧ ଦୋକାନ ଖୋଲା ରହିବ । ରାସନ ଦୋକାନ, ଗ୍ରୋସରୀ, ଫଳ ଦୋକାନ ଖୋଲା ରହିବ । ମାଛ, ମାଂସ, ଅଣ୍ଡା, କ୍ଷୀର ଦୋକାନ ଖୋଲା ରହିବ । ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨
Read More...

ଓଡିଶାରେ ଘୋଷଣା ହେଲା ଲକ୍‌ଡାଉନ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ମେ' ୫ ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଘୋଷଣା ଅନୁସାରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରହିବ । ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୂର୍ଣ୍ଣ
Read More...

ପୋଲାର୍ଡଙ୍କ ବିସ୍ପୋରକ ପାଳି ବଳରେ ଚେନ୍ନାଇକୁ ୪ ୱିକେଟରେ ହରାଇଲା ମୁମ୍ବାଇ

ନୂଆଦିଲ୍ଲୀ : ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୧ର ୨୭ତମ ମ୍ୟାଚରେ ରୋମାଞ୍ଚକର ଭାବେ ମୁମ୍ବାଇ ଚେନ୍ନାଇକୁ ୪ ଓ୍ବିକେଟରେ ପରାସ୍ତ କରିଛି । ଆଜି ମୁମ୍ବାଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଚେନ୍ନାଇ ସୁପରକିଙ୍ଗସ ଆରମ୍ଭରୁ ଋତୁରାଜ
Read More...

ଆଜି ରାଜ୍ୟରେ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା
Read More...

୫ଟି ରାଜ୍ୟରେ ମତ ଗଣନା ଆରମ୍ଭ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ମୋଟ ୨୯୪ ଟି ସିଟ୍ ମଧ୍ୟରୁ ୨୯୨ ଟି ଆସନରେ ଗଣନା କରାଯାଉଛି । ଚଳିତ ବର୍ଷର ବିଧାନସଭା ନିର୍ବାଚନରେ ​​ବିଜେପି ପ୍ରଥମ ଥର ପାଇଁ ରାଜ୍ୟରେ ଏକ ବଡ ଶକ୍ତି ଭାବରେ ଉଭା ହୋଇଛି ଏବଂ ମମତାଙ୍କୁ କଡ଼ା ଟକ୍କର ଦେଉଥିବା ଜଣାପଡ଼ିଛି । ଗତ ୪୦ ବର୍ଷ ମଧ୍ୟରେ କେରଳରେ
Read More...

ଭାରସାମ୍ୟ ହରାଇ ୪୦ ଫୁଟ ତଳକୁ ସ୍କୁଟି ଖସି ୨ ଯୁବକ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଟିକାବାଲି ଥାନା ଅନ୍ତର୍ଗତ ଗୁଡ଼୍ରିଗାଁରେ ଏକ ଅଭାବନିୟ ଘଟଣା ଘଟିଛି । ଏକ ସ୍କୁଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ସେହି ସ୍କୁଟିରେ ଥିବା ଚାଳକ ଓ ଯାତ୍ରୀ ଏକ ପୋଲର ପ୍ରାୟ ୪୦ ଫୁଟ ତଳକୁ ଖସିପଡ଼ି
Read More...