ଗତ ୨୪ ଘଂଟାରେ ରାଜ୍ୟରେ ୮୦୧୫ ନୂଆ ଆକ୍ରାନ୍ତ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ ହଜାର ପାଖାପାଖି
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୦୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୪୫୩ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୫୬୮ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୩୪୪୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ!-->…
Read More...
Read More...