ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ ମୋଦୀ : ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ପହଂଚି ବାତ୍ୟା 'ୟାସ' ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରୁଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ଅନୁଷ୍ଠିତ ଏକ ବୈଠରେ ମୋଦୀ ଏହାର ସମୀକ୍ଷା କରିଛନ୍ତି । ଏହି ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ!-->…
Read More...
Read More...