ଝାରପଡ଼ା ଜେଲରେ ୯୬ ଜଣ ଅନ୍ତେବାସୀ କରୋନାରେ ଆକ୍ରାନ୍ତ
ଭୁବନେଶ୍ୱର : ଝାରପଡ଼ା ଜେଲରେ କଏଦୀ ଓ କର୍ମଚାରୀଙ୍କୁ ମିଶାଇ ୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମଳିଛି । ଝାରପଡ଼େ ଜେଲରେ ୧୯୫ ଜଣ ଅନ୍ତେବାସୀ ଓ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ ହୋଇଥିଲା । ସେଥିମଧ୍ୟରୁ ୯୬ ଜଣ କରୋନା ସଂକ୍ରମିତ ଥିବା ଜଣାପଡ଼ିଛି । କରୋନା ଆକ୍ରାନ୍ତଙ୍କୁ!-->…
Read More...
Read More...