ଜମିବାଡ଼ି ବିବାଦକୁ ନେଇ ଗଡ଼ିଲା ନିରୀହ ବାଳକର ମୁଣ୍ଡ
ବଲାଙ୍ଗିର, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ଜମିବାଡ଼ି ବିବାଦକୁ ନେଇ ଏକ ନିରୀହ ବାଳକର ମୁଣ୍ଡ ଗଡ଼ିଛି । ହତ୍ୟାକାରୀ ଜିତେନ ପୋଡ ଗାଁର ଧନପତ ଗହୀରଙ୍କୁ ପ୍ରଥମେ ହତ୍ୟା ଉଦ୍ୟମ କରି ଲହୁ ଲୁହାଣ କରିଥିବା ବେଳେ ଧନପତ!-->…
Read More...
Read More...