Monthly Archives

May 2021

ଉତ୍କଳ ସାମ୍ବାଦିକ ସଂଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ଖାଦ୍ୟ ବଂଟନ

କେନ୍ଦ୍ରାପଡା, (କେପିଏନ୍‌ଏସ୍‌) : ଉତ୍କଳ ସାମ୍ବାଦିକ ସଂଘ, କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ଭିକ୍ଷୁକ, ଦିବ୍ୟାଙ୍ଗ ଏବଂ ମାନସିକ ଭାରସାମ୍ୟ ହରାଇଥିବା ଅସହାୟ ଲୋକଙ୍କୁ ଲକ୍ ଡାଉନ୍‌ ଆରମ୍ଭ ଠାରୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଥିବା ବେଳେ ଆଜି ସେମାନଙ୍କୁ ରନ୍ଧା ଖାଦ୍ୟ ସହ ଶୁଖିଲା
Read More...

ଜିଲ୍ଲା ବନଖଣ୍ଡ ଅଧିକାରୀଙ୍କ ସହ କେଶରୀୟା ହିନ୍ଦୁ ବାହିନୀର ଆଲୋଚନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି କେଶରୀୟା ହିନ୍ଦୁ ବାହିନୀ ବଲାଙ୍ଗିର ଜିଲ୍ଲା ତରଫରୁ ପ୍ରଦେଶ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଳ ଜିଲ୍ଲା ବନଖଣ୍ଡ ଅଧିକାରୀଙ୍କ ସହ ଦନ୍ତା ହାତୀକୁ ଅତି ଶୀଘ୍ର ଆୟତ୍ତ କରିବା ନେଇ ଆଲୋଚନା କରିଥିଲେ । ଗତ ତା ୭-୫-୨୦୨୧ ଦିନ ବଲାଙ୍ଗିର ଜିଲ୍ଲା କେଶରୀୟା
Read More...

ଶିକ୍ଷକ ସମାଜକୁ କୋଭିଡ ଯୋଦ୍ଧା ମାନ୍ୟତା ମିଳୁ : ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନିଅନ୍ତୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷକ ସମାଜକୁ କୋଭିଡ ଯୋଦ୍ଧାର ମାନ୍ୟତା ଦେବା ପାଇଁ ଓଡିଶା ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାଶଙ୍କ ଠାରେ ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ ଦାବୀ ଉପସ୍ଥାପନ କରିଛନ୍ତି ।
Read More...

ଏକ ଭାରତ ଶ୍ରେଷ୍ଠ ଭାରତ ପକ୍ଷରୁ ସପ୍ତାହବ୍ୟାପୀ ଜାତୀୟ ସ୍ତରୀୟ ସମର ଶିକ୍ଷାର୍ଥୀ ବାହିନୀର ଭର୍ଚୁୱାଲ ଶିବିର

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଅଭିନବ ପରିକଳ୍ପନା ଅନ୍ତର୍ଭୁକ୍ତ ଏକ ଭାରତ ଶ୍ରେଷ୍ଠ ଭାରତ ସପ୍ତାହ ବ୍ୟାପୀ ଏକ ଭର୍ଚୁୱାଲ ମିଟ-ଶିବିର ଷଷ୍ଠ ଓଡ଼ିଶା ଜାତୀୟ ସମରଶିକ୍ଷାର୍ଥୀ ବାହିନୀ (ଏନସିସି) ବାଟାଲିୟନ ପକ୍ଷରୁ ପୁରୀ ସହରର ଏନସିସି
Read More...

ଏଛିନ୍‌ ବି କରୋନା ବାହାଁ ପେସ୍‌ରେଇ ମଝା ଖୁଲି ଠାଡ଼୍‌ ହେଇଛେ : ଲକ୍‌ଡାଉନ୍‌ ସଟ୍‌ଡାଉନ୍‌ କେ ମାନୁନ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏଛିନ୍‌ ବି କରୋନା ବାହାଁ ପେସ୍‌ରେଇ ମଝା ଖୁଲି ଠାଡ଼୍‌ ହେଇଛେ । ଆର୍‌ ଆର୍‌ ଲହଁକୁଛେ ଇଥିତାହିଁ । ବଡ଼ା ଲିହିବିହି କରିଦେଲାନ’ ମୁନୁଷ୍‌ ସମାଜ୍‌ କେ । କେତେଟେ ଦମ୍‌ଦାର୍‌ ଲୋକ୍‌କୁ ବି ସାଆଁଟି ନେଲାନ’ ନିଠୁର୍‌ କରୋନା । ଏନ୍‌ତା ସମିଆଁ ଥି ହେଲୁଆ ନେଇଁ
Read More...

କନ୍ଦକେଲଗାଁ ରେଲୱେ ଲାଇନ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଦେହ ଉଦ୍ଧାର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କନ୍ଦକେଲଗାଁ ରେଲୱେ ରାଇନ ନିକଟରୁ ଏକ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଦେହକୁ ଉଦ୍ଧାର କରିଛି ବଲାଙ୍ଗିର ଜିଆରପି ପୋଲିସ । ତେବେ ମୃତ୍ୟୁ ବ୍ୟକ୍ତିଙ୍କ ପରିଚୟ ମିଳିନ ଥିବା ବେଳେ ସ୍ଥାନୀୟ ଲୋକେ କହିବା ଅନୁଯାୟୀ ଏହି
Read More...

ପାଟଣାଗଡ଼ ଉପଖଣ୍ଡ ଡ଼ାକ୍ତରଖାନାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ କଂଗ୍ରେସ ପକ୍ଷରୁ ଦାବୀ ପତ୍ର ପ୍ରଦାନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଡାକ୍ତର ଖାନାରେ ଦୀର୍ଘ ଦିନ ଧରି ଲାଗି ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି କଂଗ୍ରେସ ପକ୍ଷରୁ ୯ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ପାଟଣାଗଡ଼ ଉପଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା ।
Read More...

୨ ଟିଏମ୍‌ସି ମନ୍ତ୍ରୀଙ୍କ ସମେତ ୪ ଜଣ ନେତା ଗିରଫ : ମମତା ବାନାର୍ଜୀ ମଧ୍ୟ ସିବିଆଇ କାର୍ଯ୍ୟାଳୟରେ ପହଞ୍ଚିଲେ

କୋଲକାତା : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ୨ ମନ୍ତ୍ରୀ, ୧ ପୂର୍ବତନ ମନ୍ତ୍ରୀ ଏବଂ ବିଧାୟକଙ୍କ ଉପରେ ସିବିଆଇ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି । ଆଜି ସକାଳେ ସିବିଆଇ ଟିଏମସି ମନ୍ତ୍ରୀ ଫିରହାଦ୍ ହାକିମ, ସୁବ୍ରତ ମୁଖାର୍ଜୀ, ଟିଏମସି ବିଧାୟକ ମଦନ ମିତ୍ର, ପୂର୍ବତନ
Read More...

କୋଭିଡ ପରିଚାଳନାରେ ଅବ୍ୟବସ୍ଥା ଅଭିଯୋଗରେ ଅନଶନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ଆକ୍ରାନ୍ତଙ୍କ ସହ ମୃତକଙ୍କ ସଂଖ୍ୟା ବି ବଢି ଚାଲିଛି । ଜିଲ୍ଲାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥିତ ହୋଇ ପଡିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ସୋମବାର ବରଗଡ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ
Read More...