ମାରଓ୍ବାଡି ଯୁବା ମଞ୍ଚ ପକ୍ଷରୁ ଅକ୍ସିଜେନ ବ୍ୟାଙ୍କ ଉଦଘାଟିତ
ତୁଷୁରା, (ଅଜିତ କୁମାର ସାହୁ) : କରୋନା ମହାମାରୀକୁ ନେଇ ସାରା ରାଜ୍ୟରେ ଆତଙ୍କିତ ଅବସ୍ଥାରେ ଲୋକେ ରହୁଛନ୍ତି । ଅନେକ ଲୋକେ ଅକ୍ସିଜେନ ନପାଇବାରୁ ମୃତ୍ୟୁ ବରଣ ମଧ୍ୟ କରୁଛନ୍ତି । ତେବେ ଏଭଳି ପରିସ୍ଥିତିରେ ଆଗେଇ ଆସିଛି ବଲାଙ୍ଗିର ଜିଲ୍ଲା ତୁଷୁରା ମାରୱାଡି ଯୁବା ମଞ୍ଚ । ସ୍ଥାନୀୟ ଜୈନ!-->…
Read More...
Read More...