ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୮ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ
ବ୍ରହ୍ମପୁର, (କେ. ସତ୍ୟ ନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୮ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଖବର ମଳିଛି । ଗତ ୨ ଦିନ ତଳେ ୮୪ କଏଦୀଙ୍କ ଆର୍ଟିପିସିଆର୍ ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ!-->…
Read More...
Read More...