Daily Archives

ଅପହଂଚ ଇଲାକାର ଅକୁହା କଥା

ହରିଚନ୍ଦନପୁର, (ପରେଶ କୁମାର ସେଠୀ) : ଗ୍ରାମାଞ୍ଚଳ ବିକାଶ ନାଁରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ଦୁର୍ଗମ ଅଂଚଳରେ ସରକାରୀ ସୁବିଧା ସୁଯୋଗ ଲୋକଙ୍କ ନିକଟକୁ ପହଞ୍ଚି ପାରୁନାହିଁ । ନା ଅଛି ରାସ୍ତା ଘାଟ ନା ଅଛି ଶିକ୍ଷାର ବ୍ୟବସ୍ଥା । ଗାଁରେ ପାନୀୟ ଜଳ ସୁବିଧା ବି
Read More...

ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ କରେନା ଆକ୍ରାନ୍ତ ଚିହ୍ନଟ : ୨୮୮୭ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୪ ହଜାର ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୮୭ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଦୈନିକ ୨୪ ଘଣ୍ଟା
Read More...

ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ହୋଇଥିବା ବେଳେ କଳାହାଣ୍ଡି, କଟକ ଜିଲ୍ଲାରୁ ୪ଜଣ ରହିଛନ୍ତି
Read More...

କରୋନା ଗ୍ରାଫ କନ୍ଧମାଳରେ ଖସୁଛି : ଆହୁରି ଅଧିକ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର କନ୍ଧମାଳ ଜିଲ୍ଲା ପାଇଁ ଘାତକ ମାସ ଥିଲା ମେ ମାସ । ତେବେ ବର୍ତ୍ତମାନ ପରିସ୍ଥିତିରେ କନ୍ଧମାଳ ଜିଲାରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରି ଏବେ ଧୀରେ ଧୀରେ ତଳମୁହାଁ ହେବାରେ ଲାଗିଛି । ଜିଲାରେ ଦୈନିକ ସଂକ୍ରମଣ ତିନି ଅଙ୍କରୁ ଖସି ଦୁଇ
Read More...

ବିଶିଷ୍ଟ ସାହିତ୍ୟିକା ମୀନାକ୍ଷୀ ଦେବୀ ଆଉ ନାହାନ୍ତି

କଟକ : ‘ଉତ୍କଳ ସାହିତ୍ୟ ସମାଜ’ର ସାଧାରଣ ସମ୍ପାଦକ, ‘ଓଡ଼ିଆ ଗୀତିକବି ସମାଜ’ର ସମ୍ପାଦକ, ସେବା ଅନୁଷ୍ଠାନ ‘ଆଶା ଆଶ୍ୱାସନା’ର ପ୍ରତିଷ୍ଠାତା ସମ୍ପାଦକ ତଥା ସ୍ୱନାମଧନ୍ୟା ଲେଖିକା, ସାରସ୍ୱତ ସଂଗଠିକା ଓ ସମାଜସେବିକା ଶ୍ରୀମତୀ ମୀନାକ୍ଷୀ ଦେବୀ(୬୭) ଆଉ ନାହାନ୍ତି । ଗତକାଲି ସନ୍ଧ୍ୟାରେ
Read More...

ଭଡାଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର : ସନ୍ଧିଗ୍ଧ ପ୍ରେମିକ ଅଟକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଷ୍ଟେଟବ୍ୟାଙ୍କ ନିକଟସ୍ଥ ମଣ୍ଟୁ କଲୋନୀରୁ ବୁଧବାର ଅପରାହ୍ନରେ ପୋଲିସ ଜନୈକ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି । ସାଇଣ୍ଟିଫିକ ଟିମ ସହାୟତାରେ ପୋଲିସ ଘଟଣାର ଛାନଭିନ ଚଳାଇଥିବା ଜଣାଯାଇଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ଲୋଇସିଂହା
Read More...

ଅମିତାଭ ବଚ୍ଚନ ଏବଂ ଜୟାଙ୍କ ବିବାହକୁ ୪୮ ବର୍ଷ ପୂରିଲା, ବିଗ୍ ବି ସେୟାର କଲେ ବିଶେଷ ଚିତ୍ର

ମୁମ୍ବାଇ : ବଲିଉଡର ଭେଟେରାନ ଅଭିନେତା ଅମିତାଭ ବଚ୍ଚନ ଏବଂ ଅଭିନେତ୍ରୀ ଜୟା ବଚ୍ଚନ ବିବାହର ୪୮ ବର୍ଷ ସମାପ୍ତ କରିଛନ୍ତି । ଏହି ବିଶେଷ ଅବସରରେ ବିଗ୍ ବି ସୋସିଆଲ ମିଡିଆରେ ତାଙ୍କ ବିବାହର ଏକ ଆକର୍ଷଣୀୟ ଚିତ୍ର ସେୟାର କରିଛନ୍ତି । ଯେଉଁମାନେ ତାଙ୍କୁ ଏବଂ ଜୟାଙ୍କୁ ବିବାହ ବାର୍ଷିକୀରେ
Read More...

ଗତ ୨୪ ଘଂଟାରେ ୮୮୩୯ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୨୩୫

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୮୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୮୫୪୨୩କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୪୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୮୯୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

୩ରୁ ୮ ତାରିଖ ପର୍ୟ୍ୟନ୍ତ ଜିଲ୍ଲାର ୨୮ଟି ଟୀକାକରଣ କେନ୍ଦ୍ରରେ ୪୫ ତଥା ତଦୁର୍ଦ୍ଧ ବୟସର ହିତାଧିକାରୀଙ୍କୁ ଟୀକାକରଣ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲାରେ କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ୪୫ ବର୍ଷ ଓ ତଦୁର୍ଧ୍ୱ ବୟସ୍କ ଯେଉଁମାନଙ୍କ ପ୍ରଥମ ଡୋଜ ଟୀକା ନେବାର ୮୪ଦିନ ସମ୍ପୂର୍ଣ୍ଣ ହୋଇ ସାରିଥିବ ସେହି ହିତାଧିକାରୀଙ୍କୁ ତା
Read More...

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ କୁକୁଡ଼ା ପାଳନ ମାଧ୍ୟମରେ ଆତ୍ମନିର୍ଭରଶୀଳ କରାଇବା ଗଞ୍ଜାମ ଜିଲ୍ଲାପ୍ରଶାସନର ଏକ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କୁକୁଡ଼ା ପାଳନ ଜରିଆରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟମାନେ ଆର୍ଥିକ ଅଭିବୃଦ୍ଧି ଓ ସଶକ୍ତିକରଣ ପାଇଁ ଗଞ୍ଜାମ ଜିଲ୍ଲାରେ ଜିଲ୍ଲାପ୍ରଶାସନ ପକ୍ଷରୁ ଏକ ସ୍ୱତନ୍ତ୍ର ପ୍ରକଳ୍ପ ହାତକୁ ନିଆଯାଇଛି । ଦେଶୀ ନାମରେ ନାମିତ ଏହି ଯୋଜନା ମାଧ୍ୟମରେ
Read More...