Daily Archives

ଗାଁ ପାଖରେ ପଥର ଖୋଦାନ ଯୋଗୁଁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

ତୁରେକେଲା, (କୈଳାଶ ସଗ୍ରିଆ) : କନ୍ଦେଇ ଗ୍ରା.ପ. ଅନ୍ତର୍ଗତ ଟିକ୍ରାପଡା ଗାଁ ପାଖରେ ଏକ ପଥର ଖୋଦାନ ଖୋଳା ଯାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ସେମାନେ କହିଛନ୍ତି ଯେ, ଏହା ଗାଁ ପାଖ, ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ସମ୍ମୁଖରେ ହେଉଥିବାରୁ ପଥର ବ୍ଲାଷ୍ଟିଙ୍ଗ
Read More...

ପିପିଏଲ ପକ୍ଷରୁ କୁଜଙ୍ଗ ବ୍ଲକ୍‌କୁ କେଭିଡ୍‌ ସାମଗ୍ରୀ ପ୍ରଦାନ

ପାରାଦୀପ, (ଶୁଭ୍ରାଂଶୁ ଶେଖର ପୃଷ୍ଟି) : କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପାରାଦୀପ ଫସ୍‌ଫେଟସ୍‌ ଲିମିଟେଡ୍‌ ପକ୍ଷରୁ କୁଜଙ୍ଗ ବ୍ଲକ୍‌କୁ ସୋଡିୟମ୍‌ ହାଇପୋକ୍ଲୋରାଇଡ୍‌ ସଲ୍ୟୁସନ, ହାଣ୍ଡ ସାନିଟାଇଜର, ପିପିଇ କିଟ୍‌, ଥର୍ମାଲ ସ୍କାନର, ପଲସ୍‌ ଅକ୍ସିମିଟର ଏନ୍‌-୯୫ ମାସ୍କ,
Read More...

ସମନ୍ନୟ ଓ ସହଯୋଗ ଅଭାବରୁ ପାରାଦ୍ୱୀପରେ କରୋନା ଯୁଦ୍ଧରେ ଶିଥିଳତା

ପାରାଦ୍ୱୀପ, (ଶୁଭ୍ରାଂଶୁ ଶେଖର ପୃଷ୍ଟି) : କରୋନା ସଂକ୍ରମଣ ବା କୋଭିଡ୍‌-୧୯ ମହାମାରୀର ଦ୍ୱିତୀୟ ପର୍ୟ୍ୟାୟରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସତ୍ୱେ ସମନ୍ୱୟ ଓ ସହଯୋଗ ଅଭାବରୁ ଏହି ଯୁଦ୍ଧରେ ଶିଥିଳତା ଦେଖାଯାଇଛି । ଜିଲ୍ଲାର ବନ୍ଦର ଓ ଶିଳ୍ପ ସହର ପାରାଦ୍ୱୀପର
Read More...

ମନେ ପଡିଲେ ଓଁକାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ସନ୍ଧ୍ୟା ଘ ୬.୧୫ ମି. ସମୟରେ ବଲାଙ୍ଗିରର ଗର୍ବ ଓ ଗୌରବ ସ୍ୱର୍ଗତ ଓଁକାର ପାଣିଗ୍ରାହୀଙ୍କ ଶ୍ରାଦ୍ଧ ଅବସର ଏକ ଭର୍ଚୁଆଲ ସଭା ଆୟୋଜିତ ହୋଇଯାଇଛି । ଆମେ ମନେ ପକାଇବା ସ୍ବର୍ଗତ ଓଁକାର ପାଣିଗ୍ରାହୀଙ୍କୁ । ଡ଼. ସଞ୍ଜୟ କୁମାର ମିଶ୍ରଙ୍କ ଆବହକତ୍ୱରେ
Read More...

ଗତ ୨୪ ଘଂଟାରେ ୭୭୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୦୬୨

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୭୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୮୨୬୭୯କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୩୯୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ମୋଦୀ ସରକାର ଖୁବ୍ କମ୍ ସମୟ ମଧ୍ୟରେ କରୋନାର ଦ୍ୱିତୀୟ ତରଙ୍ଗକୁ ନିୟନ୍ତ୍ରଣ କରିଛନ୍ତି : ଅମିତ ଶାହା

ନୂଆଦିଲ୍ଲୀ : ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଗୁଜୁରାଟରେ ବଲ୍ଲଭ ୟୁଥ୍‌ ଅର୍ଗାନାଇଜେସନ୍‌ ଦ୍ୱାରା ସ୍ଥାପିତ ୯ଟି ଅମ୍ଳଜାନ କାରଖାନାର ଉଦଘାଟନ କରିଛନ୍ତି । ଏହି ଅବସରରେ ଅମିତ ଶାହା କହିଛନ୍ତି ଯେ, କରୋନାର ଦ୍ୱିତୀୟ ତରଙ୍ଗରେ ଏହି ଭୂତାଣୁ ଏହାର ରୂପ ପରିବର୍ତ୍ତନ କରିବାରେ ଲାଗିଲା ଏବଂ
Read More...