Daily Archives

ଗତ ୨୪ ଘଂଟାରେ ୭୦୦୨ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୧୬୭

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୦୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୭୮୦୩୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୨୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୦୮୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...