Daily Archives

ଗଞ୍ଜାମ ସହରାଞ୍ଚଳରେ ପାନୀୟଜଳ ସମସ୍ୟା

ଗଞ୍ଜାମ : (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ପାନୀୟଜଳ ସମସ୍ୟା ଦେଖାଦେଇଛି । ଗ୍ରୀଷ୍ମଦିନ ଯୋଗୁଁ ଷ୍ଟାଣ୍ଡପୋଷ୍ଟ ଓ ଗୃହମାନଙ୍କୁ ସଂଯୋଗ ହୋଇଥିବା ପାଇପରେ ଠିକ ଭାବେ ପାଣି ଆସୁନଥିବା ଅଭିଯୋଗ ହେଉଛି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି ।
Read More...

କାଇଁଚପୁର ପଞ୍ଚାୟତରେ ଅସାମାଜିକଙ୍କ ପ୍ରାଦୁର୍ଭାବ ବୃଦ୍ଧି

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ କାଇଁଚପୁର ପଞ୍ଚାୟତରେ ଅସାମାଜିକ ଲୋକଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି । ମଦ୍ୟପାନ କରି ଦୃବୁତ୍ତମାନେ ବିଳମ୍ବିତ ରାତ୍ରରେ ବିଭିନ୍ନ ସ୍ଥାନରେ ଚୋରି କରୁଥିବା ପୂର୍ବତ୍ତନ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ
Read More...

ଅଟଳ ବିହାରୀ ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଦେଶର ଅଗ୍ରଣୀ ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ, ସୁବର୍ଣ୍ଣପୁର ଦ୍ବାରା ଗତକାଲି ସଂଧ୍ୟା ୬ଘଟିକା ସମୟରେ ବିଶିଷ୍ଟ ନାଟ୍ୟକାର ତଥା ଚଳଚିତ୍ର ଅଭିନେତା ଡକ୍ଟର ଅଟଳ ବିହାରୀ ପଣ୍ଡାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଏକ
Read More...

ରାଜ୍ୟରେ ଗତ ୨୪ ଘଂଟାରେ ୬୦୧୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୦୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୭୧୩୧୨କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୯୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୬୨୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

କରୋନା ସଚେତନତା ବାର୍ତ୍ତା ବାହକ ଯାନର ଶୁଭାରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାସ୍ଥିତ ବନବାସୀ ସେବା ସମିତି ଦ୍ଵାରା କରୋନା ସଚେତନତା ବାର୍ତ୍ତା ବାହକ ଗାଡ଼ି ଓ ପୋଷ୍ଟର କ୍ୟାମ୍ପେନକୁ ସ୍ଥାନୀୟ ତହସିଲଦାର ଶଶାଙ୍କ ଶେଖର ପାତ୍ର ଆନୁଷ୍ଠାନିକ ଭାବେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଅନ୍ୟ
Read More...