Daily Archives

ସାବିତ୍ରୀ ଅମାବାସ୍ୟା ଦିନ ବ୍ୟାପକ ବନ୍ଦୋବସ୍ତ ସତ୍ତ୍ୱେ ପୁରୀ ଜିଲ୍ଲା ପ୍ରଶାସନ ଫେଲ ମାରିଲା : ଯୋଗାଇ ହେଲା ନି ଅବଢ଼ା

କୋରନା କଟକଣା ଭାଙ୍ଗି ରୁଣ୍ଡ ହେଲେ ଶହ ଶହ ଲୋକେ ଭୁବନେଶ୍ୱର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜଗନ୍ନାଥଧାମ ପୁରୀରେ ସାବିତ୍ରୀ ଅମାବାସ୍ୟାକୁ ଆଖି ଆଗରେ ରଖି ମହାପ୍ରସାଦ ବିକ୍ରୟ ନେଇ ଅଣ୍ଟା ଭିଡିଥିଲା ପୁରୀ ଜିଲ୍ଲା ପ୍ରଶାସନ । ହେଲେ ଅସଲ ବେଳକୁ ସବୁ ଅବ୍ୟବସ୍ଥା ପଦାରେ ପଡିଛି । ଲୋକେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ
Read More...

ରାଜ୍ୟ ଜଳସଂପଦ ବିଭାଗ ପକ୍ଷରୁ ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୌସୁମୀ ଓ ଲଘୁଚାପ ଜନିତ ବର୍ଷା ଯୋଗୁଁ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ରାଜ୍ୟ ଜଳସଂପଦ ବିଭାଗ ପକ୍ଷରୁ ସମୀକ୍ଷା କରାଯାଇଛି । ବିଭିନ୍ନ ଜଳଭଣ୍ଡାରର ସ୍ଥିତି ଓ ଏହାର ପରିଚାଳନା, ନଦୀବନ୍ଧର ଦୃଢତା, ବନ୍ୟା ମୁକାବିଲା ପାଇଁ ଆବଶ୍ୟକ ବିଭିନ୍ନ ଉପକରଣର
Read More...

ପରଲୋକରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଗତକାଲି ରାତିରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ପରଲୋକ ହୋଇଯାଇଛି । ତାଙ୍କ ଦେହାନ୍ତ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଅସୁସ୍ଥତା କାରଣରୁ ଗତ କିଛି ଦିନ ହେବ ତାଙ୍କର ଚିକିତ୍ସା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚାଲିଥିଲା । ତେବେ ଚିକିତ୍ସାଧୀନ
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୨୩୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୨୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୬୬୨୨୬କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୨୭୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...