Daily Archives

ମହାତ୍ମା ଗାନ୍ଧୀ ନିଯୁକ୍ତି ଯୋଜନାରେ ଆମ୍ବଚାଷ କରିବା ପାଇଁ ପ୍ରସ୍ତୁତି ବୈଠକ

ସଇଁନ୍ତଲା, (ଅଜିତ କୁମାର ସାହୁ) : ସଇଁନ୍ତଲା ବ୍ଲକ ଅନ୍ତର୍ଗତ କରମତଲାର ଦାବଯୋର ଗ୍ରାମରେ ଉଦ୍ୟାନ ବିଭାଗ ପକ୍ଷରୁ ଆମ୍ବଚାଷୀ ମାନଙ୍କୁ ନେଇ ଏକ ପ୍ରସ୍ତୁତି ଅନୁଷ୍ଠିତ ହୋଇଯାଇଥିଲା । ଉକ୍ତ ବୈଠକ ଅନୁଷ୍ଠିତ ସଭାରେ ଟିକ୍ରାପଡ଼ା ମଣ୍ଡଳର ଜିଲ୍ଲା ପରିଷଦ ସଦସ୍ୟା କଳ୍ପନା ଚୌହାନଙ୍କ
Read More...

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଯଶୱନ୍ତ ଜେଠୱା

କଟକ : ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଯଶୱନ୍ତ ଜେଠୱା । ଗତକାଲି ଆଇପିଏସ୍ ସ୍ତରରେ ଅଦଳବଦଳ ବେଳେ ଭିଜିଲାନ୍ସର ନୂଆ ନିର୍ଦ୍ଦେଶକ ଭାବେ ଜେଠୱାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ ପରେ ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ପଦ ଖାଲି
Read More...

ପଦ୍ମପୁରରେ କରୋନା ସଚେତନତା ରାଲି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବର୍ତ୍ତମାନ କରୋନା ଭୁତାଣୁର ଦ୍ୱିତୀୟ ଲହର ହୁ ହୁ ହୋଇ ବଢ଼ିବାରେ ଲାଗିଛି ଏନେଇ ରାଜ୍ୟ ସରକାର ଲକଡାଉନ ସଟଡାଉନ୍‌ ଘୋଷଣା କରିଛନ୍ତି । ଏନେଇ ଆଜି ପଦ୍ମପୁର ବିଜ୍ଞାପିତ ଅଂଚଳ ପରିଷଦରେ ଆଶା ଦିଦି ଗୀତାଞ୍ଜଳି ବନଛୋରଙ୍କ ନେତୃତ୍ୱରେ ଆଜି ପଦ୍ମପୁରର ୱାର୍ଡ
Read More...

ବାରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବୀପତ୍ର ପ୍ରଦାନ : ସେଲୁନ୍‌ ଖୋଲିବା ପାଇଁ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ସରାକାରଙ୍କ ନିର୍ଦ୍ଦେଶ କ୍ରମେ କରୋନା ମହାମାରୀକୁ ନେଇ ଅନେକ ଲୋକଙ୍କ ଜୀବନ ଜୀବିକା ଠପଊ ହୋଇପଡିଥିବା ବେଳେ କିଛି ଟଙ୍କା ରୋଜଗାର କରି ପେଟ ପୋଷୁଥିବା ବାରିକ ମାନଙ୍କ ପାଇଁ ଏବେ ଆର୍ଥିକ ସଙ୍କଟ ଦେଖାଦେଉଥିବା ବେଳେ ଆଜି ବଲାଙ୍ଗିର ଜିଲ୍ଲା
Read More...

ରବି ଧାନ ବିକ୍ରି ନ ହେବାରୁ ଦେଓଗାଁ ବଙ୍ଗଳାରେ ଚାଷୀଙ୍କ ଏନଏଚ୨୬ ଅବରୋଧ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ କୁତୁର୍ଲା ପଞ୍ଚାୟତର ରବି ଧାନ ବିକ୍ରିରୁ ବଞ୍ଚିତ ହୋଇଥିବା ଚାଷୀମାନେ ଆଜି ଦିନ ୧୦ଟା ସମୟରୁ ଦେଓଗାଁ ଥାନା ଅନ୍ତର୍ଗତ ଦେଓଗାଁ ଡାକ ବଙ୍ଗଳାରେ ଜାତୀୟ ରାଜପଥ ୨୬କୁ ଅବରୋଧ କରିଛନ୍ତି । ଦେଓଗାଁ ତହସିଲଦାର ଯୁଗଳ କିଶୋର ବିଶ୍ୱାଳ ଆନ୍ଦୋଳନ
Read More...

ଦେଓଗାଁ ସିଏଚସିରେ ଆଜି ୧୩୬ଜଣଙ୍କୁ ଟୀକା ପ୍ରଦାନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗତ କିଛିଦିନ ହେଲା ଯୁବ(୧୮-୪୪) ବର୍ଗର ଲୋକଙ୍କୁ ଟୀକାକରଣ ଜାରି ରହିଛି । ଟୀକାକରଣ ଆରମ୍ଭ ଦିନରୁ ଟୀକା ପରିମାଣ ବଢ଼ିବାରେ ଲାଗିଥିଲା । ହେଲେ ଆଜି ଦେଓଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଟୀକାକରଣ କେନ୍ଦ୍ରରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର,
Read More...

ଭର୍ଚ୍ଚୁଆଲ ମାଧ୍ୟମରେ ଡେଲାଙ୍ଗ ପଞ୍ଚାୟତ ସମିତି ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ): ମହାମାରୀ କରୋନା ସଂକ୍ରମଣରୁ ସୁରକ୍ଷା ସହିତ ସମସ୍ତ ପ୍ରକାର କୋଭିଡ କଟକଣା ମାନି ଗୁରୁବାର ଡେଲାଙ୍ଗ ପଚାଂୟତ ସମିତି ବୈଠକ ଭର୍ଚ୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଭର୍ଚ୍ଚୁଆଲ ସଭାରେ ବ୍ଳକ ଅଧ୍ୟକ୍ଷ ପ୍ରସନ୍ନ ସାହୁ ଅଧ୍ୟକ୍ଷତା କରିଥିବା ବେଳେ
Read More...

ରାଜେନ୍ଦ୍ର କଲେଜର ପୂର୍ବତନ ଅଧ୍ୟକ୍ଷ ମହମ୍ମଦ ଫକିରୁଦ୍ଦିନ ଚାଲିଗଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର କଲେଜର ପୂର୍ବତନ ଅଧ୍ୟକ୍ଷ ମହମ୍ମଦ ଫକିରୁଦ୍ଦିନ(୮୮) ଚାଲି ଯାଇଥିବା ସୂଚନା ମିଳିଛି । ବଲାଙ୍ଗିର ରାଜେନ୍ଦ୍ର ମହାବିଦ୍ୟାଳୟରେ ଅନେକ ସଂସ୍କାର ଆଣିବାରେ ତାଙ୍କ ଅତୁଳନୀୟ ଅବଦାନ ରହିଥିବା ବେଳେ ରାଜେନ୍ଦ୍ର ମହାବିଦ୍ୟାଳୟରେ ସେ ଅଧ୍ୟକ୍ଷ ଭାବରେ
Read More...

ଗଞ୍ଜାମ ସହରରେ କୋଭିଡ କଟକଣା ଯୋଗୁଁ ବିନା ଭକ୍ତରେ ବିଭିନ୍ନ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ

ଗଞ୍ଜାମ : (ପ୍ରଦୀପ କୁମାର ପଣ୍ଡା) : କୋଭିଡ କଟକଣା ଯୋଗୁଁ ବିନା ଭକ୍ତରେ ଗଞ୍ଜାମ ସହରରେ ରହିଥିବା ବିଭିନ୍ନ ଜଗନ୍ନାଥ ମନ୍ଦିର ମାନଙ୍କରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି । ଏହି ଅବସରରେ ସହରର ବଡବଜାର ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୁର୍ତ୍ତୀଙ୍କୁ ରତ୍ନବେଦୀରୁ
Read More...