Daily Archives

ସାମ୍ବାଦିକ ଦୀପକ ମିଶ୍ରଙ୍କ ପରଲୋକ : ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲା ଡେଲାଙ୍ଗ ବ୍ଲକର ଯୁବ ସାମ୍ବାଦିକ ଦୀପକ କୁମାର ମିଶ୍ରଙ୍କ ଆଜି ଅକାଳ ବିୟୋଗ ଘଟିଛି । ତାଙ୍କର ଏହି ମୃତ୍ୟୁ ଖବର ଶୁଣି ସମଗ୍ର ଅଚଂଳରେ ଶୋକର ଛାୟା ଖେଳିଯାଇଛି । ସାମ୍ବାଦିକ ମହଲରେ ହୃଦୟ ବିଦାରକ ଶୋକାକୁଳ ପରିବେଶ ସୃଷ୍ଟି ହେଇଛି ।
Read More...

ବିଭତ୍ସ ହତ୍ୟାକାଣ୍ଡ : ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡକ୍ଟର ଧୃବରାଜ ନାଏକଙ୍କୁ ଶହେ ଟଙ୍କା ପାଇଁ…

ଝାରସୁଗୁଡ଼ା, (କରୁଣାକର ଶତପଥି) : ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍‌ନାକୁ ଆସିଛି । ମାତ୍ର ଶହେ ଟଙ୍କା ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡକ୍ଟର ଧୃବରାଜ ନାଏକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ଝାରସୁଗୁଡା ଜିଲ୍ଲା ଲଇକେରା ଥାନା ଅଞ୍ଚଳରେ କେହି ଦୃବୁର୍ତ୍ତ
Read More...

ପ୍ରଶାସନର ଅହଙ୍କାର ବିରୋଧରେ ସାମ୍ବାଦିକଙ୍କ ପ୍ରଚଂଡ଼ ରଣହୁଙ୍କାର : ସମାଧାନ ନହେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ନୟାଗଡ଼ ଜିଲ୍ଲାର ଦୁଇ ଜଣ କାର୍ଯ୍ୟରତ ସାମ୍ବାଦିକଙ୍କୁ ଅବକାରୀ ବିଭାଗ ଏସ୍‌ଆଇ ଧନଂଜୟ ପାତ୍ର ଗାଳିଗୁଲଜ କରିବା ତଥା ମାଡ଼ ମାରିବା ଘଟଣାକୁ ରାଜ୍ୟର ବିଭିନ୍ନ ସାମ୍ବାଦିକ ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଥିବା ବେଳେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ
Read More...

କୋଭିଡ କେୟାର ସେଣ୍ଟରରୁ ମା’ ଓ ଛୋଟ ଶିଶୁ ସୁସ୍ଥ ହୋଇ ଫେରିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସଶୀମାହା ଗ୍ରାମର ଶାମୁକା ପ୍ରଧାନ କ.ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ । ସେଠାରେ ଡାକ୍ତର କୋଭିଡ ଟେଷ୍ଟ ପାଇଁ ପରାମର୍ଶ ଦେଇଥିଲେ ।
Read More...

କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ଭାବେ ପୁନମ କହଁର ମନୋନୀତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡ଼ି ସୁପ୍ରିମୋ ଜିଲ୍ଲା ମହିଳା ସଭାପତି ମାନଙ୍କ ନାମ ଘୋଷଣା କରିଛନ୍ତି । ସେଥିମଧ୍ୟରେ କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ଭାବେ ପୁନମ କହଁର ମନୋନୀତ ହୋଇଛନ୍ତି । ଏହା ପୂର୍ବରୁ ସେ ଜିଲ୍ଲାର
Read More...

କେନ୍ଦୁପତ୍ର ସିଜିନାଲ କର୍ମଚାରୀଙ୍କ ଦରମା ଓ କେନ୍ଦୁପତ୍ର ତୋଳାଳିଙ୍କ ପତ୍ର ଖରିଦ୍‌ର ପଇସା ରଥଯାତ୍ରା ପୂର୍ବରୁ ଦେବାକୁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦୁପତ୍ର ତୋଳାଳିମାନେ ଗତ ୨ ମାସ ହେଲା ଜଙ୍ଗଲରୁ କେନ୍ଦୁପତ୍ର ସଂଗ୍ରହ କରି ରାଜ୍ୟ କେନ୍ଦୁପତ୍ର ବିଭାଗକୁ ବିକ୍ରି କରିଥିଲେ ମଧ୍ୟ ପଦ୍ମପୁର କେନ୍ଦୁପତ୍ର ଡିଭିଜନର ୫୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ଟଙ୍କାଟିଏ ସୁଦ୍ଧା ସରକାର ଦେଇ ନାହାନ୍ତି ।
Read More...

ଅଯୋଧ୍ୟା ବିକାଶ ଯୋଜନା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

• ଆଧ୍ୟାତ୍ମିକ କ୍ଷେତ୍ର, ବିଶ୍ବ ପର୍ୟ୍ୟଟନ କେନ୍ଦ୍ର ଏବଂ ଏକ ଦୀର୍ଘସ୍ଥାୟୀ ସ୍ମାର୍ଟ ସିଟି ଭାବେ ଅଯୋଧ୍ୟାର ବିକାଶ କରାଯିବ• ଅଯୋଧ୍ୟା ଆମ ପରମ୍ପରା ଓ ବିକାଶମୂଳକ ପରିବର୍ତ୍ତନର ଶ୍ରେଷ୍ଠତ୍ବକୁ ପ୍ରତିଫଳନ କରିବ : ପ୍ରଧାନମନ୍ତ୍ରୀ• ଅଯୋଧ୍ୟାର ମାନବୀୟ ଲୋକାଚାର ଭବିଷ୍ୟତର ମୌଳିକ
Read More...

ନିଶାଦ୍ରବ୍ୟ ଅପ ବ୍ୟବହାର ଓ ଚୋରାଚାଲାଣ ନିରୋଧୀ ଆନ୍ତର୍ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ, (ପିଆଇବି) : ନିଶାଦ୍ରବ୍ୟ ଅପ ବ୍ୟବହାର ଓ ଚୋରାଚାଲାଣ ନିରୋଧୀ ଅନ୍ତର୍ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା । ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ନିଶାଦ୍ରବ୍ୟ ଅପ ବ୍ୟବହାର ଓ ଚୋରାଚାଲାଣ ନିରୋଧୀ ଅନ୍ତର୍ଜାତୀୟ ଦିବସ ଅବସରରେ ଆମ ସମାଜକୁ ନିଶା ଦ୍ରବ୍ୟର
Read More...

ସଚେତନ ମହିଳା ମଞ୍ଚର ସଦସ୍ୟା ରଞ୍ଜିତାଙ୍କୁ କରୋନା ଯୋଦ୍ଧା ସମ୍ମାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଜୈନ ସ୍ୱତାମ୍ବର ତେରାପନ୍ଥ ଧର୍ମସଂଘର ମୁନିଶ୍ରୀ ଜିନେଶ କୁମାରଜୀଙ୍କ ସାନ୍ନିଧ୍ୟରେ ବଲାଙ୍ଗୀର ସେଣ୍ଟ୍ରାଲ ରୋଟାରୀ କ୍ଲବ ପକ୍ଷରୁ ସ୍ଥାନୀୟ ଜୈନ ଭବନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସଚେତନ ମହିଳା ମଞ୍ଚର ସଦସ୍ୟା ରଞ୍ଜିତା ମିଶ୍ର
Read More...

ଦମୟନ୍ତୀ ବାଗ ହେଲେ ବଲାଙ୍ଗିର ବିଜେଡି ମହିଳା ଦଳର ଜିଲ୍ଲା ସଭାପତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜେଡି ସୁପ୍ରିିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପୂର୍ବତନ ବଲାଙ୍ଗିର ପୌରପରିଷଦ ଅଧ୍ୟକ୍ଷା ତଥା ବିଶିଷ୍ଟ ବିଜେଡି ନେତ୍ରୀ ଶ୍ରୀମତୀ ଦମୟନ୍ତୀ ବାଗ ବଲାଙ୍ଗିର ବିଜେଡି ମହିଳା ଦଳର ଜିଲ୍ଲା ସଭାପତି ଭାବେ ମନୋନୀତ ହୋଇଛନ୍ତି । ଏଥିପାଇଁ ବିଜେଡି
Read More...