ରୋଜଗାରକ୍ଷମ ପୁଅର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ : ଆର୍ଥିକ ସହଯୋଗ ପାଇଁ ମା’ବାପାଙ୍କ ଆକୁଳ ନିବେଦନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ସଡ଼କ ଦୁର୍ଘଟଣାରେ ନିଜର ରୋଜଗାରକ୍ଷମ ପୁଅର ଗୋଡ଼ ଭାଙ୍ଗି ଯାଇଥିବା ହେତୁ ତା'ର ଉଚ୍ଚତର ଚିକିତ୍ସା ପାଇଁ 'ଅର୍ଥ ସାଜିଛି ବାଧକ' । ଏହିଭଲି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡର ପାଇକମାଲ ବ୍ଳକ ବରତୁଣ୍ଡା ପଞ୍ଚାୟତ!-->…
Read More...
Read More...