Monthly Archives

June 2021

ଯୁବ ପିଢିଙ୍କ ପାଇଁ ଟୀକା ଦାବୀ କଲା ଯୁବ ଏକ୍ସନ କମିଟି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ୟୁଥ ଏକ୍ସନ କମିଟି ତରଫରୁ ବଲାଙ୍ଗିର ଜିଲ୍ଲାପାଳଙ୍କୁ ବଲାଙ୍ଗିରର ୧୮ ବର୍ଷରୁ ଉଦ୍ଧ୍ୱର୍ ଯୁବକ ଯୁବତୀମାନଙ୍କୁ ବଲାଙ୍ଗିରରେ ଟୀକା ଦେବା ପାଇଁ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ସିଂ ଲାଗୁରି, ଅତିରିକ୍ତ ଜିଲ୍ଲାପାଳ
Read More...

ବଲାଙ୍ଗିର ଜିଲ୍ଲାରୁ ଆଜି ୮୯ ଆକ୍ରାନ୍ତ, ୮୭ ସୁସ୍ଥ ଓ ୨ମୃତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଜିଲ୍ଲାରୁ ସମୁଦାୟ ୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୭ଜଣ ସୁସ୍ଥ ଓ ୨ଜଣ ପ୍ରାଣ ହରାଇଥିବା ସରକାରୀ ସୂତ୍ରରୁ ଜଣା ପଡିଛି । ସେହିପରି ଖପ୍ରାଖୌଲ ବ୍ଲକରେ ଲଗାତାର ଦୁଇ ଦିନ ସଂକ୍ରମଣ ୨୫ ଓ ୨୮ ରହିଥିବା ବେଳେ ସଂକ୍ରମଣ ସ୍ଥିତି ଗମ୍ଭୀର ରହିଛି ।
Read More...

ସେବା ନିବୃତ ହେଲା କୋଷ୍ଟଗାର୍ଡ ଜାହାଜ ରେଜିଆ ସୁଲତାନା

ପାରାଦୀପ, (ଶୁଭ୍ରାଂଶୁ ଶେଖର ପୃଷ୍ଟି) : ଭାରତୀୟ କୋଷ୍ଟଗାର୍ଡ ଜାହାଜ ରେଜିଆ ସୁଲତାନା ଦୀର୍ଘ ୨୧ ବର୍ଷ ଧରି ଦେଶ ସେବା କରିବା ପରେ ସେବାରୁ ଅବସର ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଅବସରକାଳୀନ ସମାରୋହ ପାରାଦୀପର କୋଷ୍ଟଗାର୍ଡ ବର୍ଥରେ ଆୟୋଜିତ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ
Read More...

ଭୀମ ଭୋଇ ମେଡିକାଲ କଲେଜ ନିର୍ମାଣ କାର୍ଯ୍ୟ ମନ୍ଥର : ତୀବ୍ର ଅସନ୍ତୋଷ ପ୍ରକାଶ କଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଭୀମ ଭୋଇ ମେଡିକାଲ କଲେଜ ପରିସରରେ ନିର୍ମାଣାଧିନ ୬୫୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା କାର୍ଯ୍ୟ ତଦାରଖ କରିଛନ୍ତି । ନିର୍ମାଣ କାର୍ଯ୍ୟର ମନ୍ଥରତାକୁ ନେଇ ସେ ନିର୍ମାଣକାରୀ ସଂସ୍ଥା ଓ ପ୍ରକଳ୍ପ ମ୍ୟାନେଜର ଉପରେ ତିବ୍ର
Read More...

ବରିଷ୍ଠ ନାଗରିକଙ୍କ ପରଲୋକ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ବୀଣାଝରୀ ଗ୍ରାମର ବରିଷ୍ଠ ନାଗରିକ ଚୈତନ ଚରଣ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ବୟସାଧିକ ହେତୁ ଶଯ୍ୟାଶାୟୀ ଥିଲେ । ସେ ମୁକୁନ୍ଦପୁର ପାଟଣା ଗ୍ରାମ ପଞ୍ଚାୟତ
Read More...

ଚଢାଉ ବେଳେ ଅବକାରୀ ବିଭାଗ ଅଧିକାରୀଙ୍କୁ ଆକ୍ରମଣ : ୫ ଆହତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭୁବନେଶ୍ୱର ଭରତପୁର ଅଞ୍ଚଳରେ ଗୁରୁବାର ଦିନ ଦେଶୀ ମଦ ଭାଟି ଉପରେ ଚଢାଉ ବେଳେ ଅବକାରୀ ବିଭାଗ ଅଧିକାରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଛନ୍ତି ସ୍ଥାନୀୟ ଲୋକେ । ଘଟଣାସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚି ସେମାନଙ୍କୁ ଉଦ୍ଧାର
Read More...

ସୁନ୍ଦରଗଡ ବିଧାୟିକା ମଙ୍ଗସପୁର ପଞ୍ଚାୟତର ଗ୍ରାମବାସୀଙ୍କ ସୁବିଧା ଅସୁବିଧା ବୁଝିଲେ

ସୁନ୍ଦରଗଡ : ସୁନ୍ଦରଗଡ ବିଧାୟିକା ମଙ୍ଗସପୁର ପଞ୍ଚାୟତରେ ଗାଁକୁ ଗାଁ ଯାଇ ଗ୍ରାମବାସୀଙ୍କ ସୁବିଧା ଅସୁବିଧା ବୁଝିଥିଲେ । କେନ୍ଦ୍ରରେ ମୋଦି ସରକାରଙ୍କର ଦ୍ୱିତୀୟ ପାଳିର ତୃତୀୟ ବର୍ଷ ତୃତୀୟ ଅବସରରେ ସମଗ୍ର ଦେଶରେ ଭାରତୀୟ ଜନତା ପାର୍ଟି ତରଫରୁ ସେବାହିଁ ସଂଗଠନ କାର୍ୟ୍ୟକ୍ରମ ଜରିଆରେ
Read More...

ଡ଼ିଏସପି ଦେବେନ୍ଦ୍ର ପିଙ୍ଗୁଆଙ୍କୁ ବିଦାୟ ସମ୍ବର୍ଦ୍ଧନା

ବନ୍ଧମୁଣ୍ଡା : ବିଜେପି ବିଶ୍ରା ମଣ୍ଡଳ ତରଫରୁ ସଭାପତି ବିର୍ସା ଓରାମ ଓ ବରିଷ୍ଠ ବିଜେପି ନେତା ତଥା ପ୍ରାକ୍ତନ ଭାରତୀୟ ସେନାଧିକାରୀ ଗଣେଶ୍ୱର ଦାସଙ୍କ ଦ୍ୱାରା ବନ୍ଧମୁଣ୍ଡା ଥାନା ପ୍ରଭାରୀ ତଥା ଡ଼ିଏସପି ପାହ୍ୟାକୁ ପଦୋନ୍ନତି ପାଇ ବଦଳି ହୋଇଥିବା ଶ୍ରୀଯୁକ୍ତ ଦେବେନ୍ଦ୍ର ନାଥ ପିଙ୍ଗୁଆଙ୍କୁ
Read More...

ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ରାଇସଲ ପଦର ପଞ୍ଚାୟତ ଅମଳିପାଲି ଗ୍ରାମର ଉପେନ୍ଦ୍ର ସାହୁ(୪୬) ଛଅ ମାସ ହେଲା ପକ୍ଷାଘାତ ରୋଗରେ ଶଯ୍ୟାଶାୟୀ । ତାଙ୍କର ପରିବାର କହିଲେ ଆଠ ବର୍ଷର ଗୋଟିଏ ପୁଅ ଓ ପାଞ୍ଚ ବର୍ଷର ଝିଅ ସହ ତାଙ୍କର ସ୍ତ୍ରୀ
Read More...

କାରୁଣ୍ଡ କୃଷକ ବିହନ ଭଣ୍ଡାର ଉଦଘାଟିତ : ସୁଲଭ ମୂଲ୍ୟରେ ଉନ୍ନତମାନର ବିହନ ପାଇବେ ଚାଷୀ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁରସ୍ଥିତ କାରୁଣ୍ଡ ଫାର୍ମର ପ୍ରଡ଼୍ୟୁସର କମ୍ପାନୀ ଲିମିଟେଡ଼ ତରଫରୁ ଆଜି ବସଷ୍ଟାଣ୍ଡଠାରେ ଏକ କାରୁଣ୍ଡ କୃଷକ ବିହନ ଭଣ୍ଡାର ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉତ୍ସବରେ ସ୍ଥାନୀୟ ସରପଂଚ ଚିତ୍ତରଂଜନ ବାଗ ଏବଂ ଜଣେ ସଫଳ ଚାଷୀ ତଥା
Read More...