କାର ବାଇକ୍ ମୁହାଁମୁହିଁ ଧକ୍କା : ଦୁଇ ଗୁରୁତର ଆହାତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର ସହ ମୋଟର ସାଇକଲ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଦୁଇଜଣ ଗୁରୁତର ଆହାତ ହୋଇଛନ୍ତି । ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ଭାର!-->…
Read More...
Read More...