Monthly Archives

June 2021

ପଦୋନ୍ନତି ପାଇବା ପରେ ଛତ୍ରପୁର ବିଇଓଙ୍କୁ କୃତଜ୍ଞତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପଦୋନ୍ନତି ପାଇବା ପରେ ଛତ୍ରପୁର ଗୋଷ୍ଠୀ ଶିକ୍ଷାଧିକାରୀ ଅବିନାଶ ଶତପଥୀଙ୍କୁ ଛତ୍ରପୁର ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ନେତା ଦିଲିପ କୁମାର ପଲେଇ, ସୁରେଶ କୁମାର ମହାନ୍ତି, ବିଷ୍ଣୁ ପଣ୍ଡାଙ୍କ ନେତୃତ୍‌ତ୍ୱରେ ଶିକ୍ଷକ ସଂଘର
Read More...

ପ୍ରଥମରୁ ଦଶମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ ଓ ୟୁଟ୍ୟୁବ୍ ମାଧ୍ୟମରେ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା କାଲି ଠାରୁ ପ୍ରତିଦିନ ସକାଳ ୯ଟାରୁ "୧ମରୁ ୧୦ମ ଶ୍ରେଣୀ" ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 'ଶିକ୍ଷା ଦର୍ପଣ' କାର୍ୟ୍ୟକ୍ରମ ଓ ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ କରାଯିବ।
Read More...

ବାପା ମା’ଙ୍କୁ ଛଡାଇ ନେଲା ମହାମାରୀ : କରୋନା କାଳରେ ପୁଅ ଝିଅ ଅନାଥ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକର ବିଭିନ୍ନ ପଞ୍ଚାୟତର ଗ୍ରାମ ମାନଙ୍କରେ କରୋନା କାଳରେ ଅନାଥ ହୋଇଯାଇଛନ୍ତି ପୁଅ ଝିଅ । କିଏ ବାପାଙ୍କୁ ହରାଇଛି ତ କିଏ ମାଙ୍କୁ ।କରୋନା ମହାମାରୀର ଏହି ସଙ୍କଟ ଭିତରେ ବାପା ଅଥବା ମା' କୁ ହରାଇ ଅନାଥ ହୋଇ
Read More...

ବେଦାନ୍ତ ପକ୍ଷରୁ କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ : ଭର୍ଚୁଆଲ ମାଧ୍ୟମରେ ହସ୍ପିଟାଲର…

କଳାହାଣ୍ଡି, (ପି.କେ ସାହୁ) : ଭାରତର ଅଗ୍ରଣୀ ଆଲୁମିନିୟମ ତଥା ମୂଲ୍ୟଯୁକ୍ତ ଉତ୍ପାଦର ନିର୍ମାତା ବେଦାନ୍ତ ଲିମିଟେଡ୍ ଗୁରୁତର ଅସୁସ୍ଥ ରୋଗୀଙ୍କୁ ଯଥା ସମୟରେ ଉପଯୁକ୍ତ ଚିକିତ୍ସା ସେବା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କୁ ସହାୟତା ପାଇଁ ୨୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କୋଭିଡ
Read More...

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କରୋନା କଟକଣା ପାଳନ କରି ଡେଲାଙ୍ଗ ପଚାଂୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ ବିଡିଓ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ଡବ୍ଲ୍ୟୁଟିସି ଫାଇନାଲ୍ : ଟସ୍ ହାରି ଭାରତ କରୁଛି ବ୍ୟାଟିଂ

ବର୍ଷା ପାଇଁ ମ୍ୟାଚ ଏକାଧିକ ଥର ବନ୍ଦଶୀର୍ଷ ୩ବ୍ୟାଟରଙ୍କ ଶୀଘ୍ର ଆଉଟ୍ ପରେ ପାଲି ସଜାଡୁଛନ୍ତି କୋହଲି-ରାହାଣେ ସାଉଥମ୍ପଟନ୍ : ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ୍ ଚାମ୍ପିଅନ ମ୍ୟାଚ ଡବ୍ଲ୍ୟୁଟିସି ଫାଇନାଲ୍‌ର ପ୍ରଥମ ଦିନର ଖେଳକୁ ବର୍ଷା ସଂପୂର୍ଣ୍ଣ ଧୋଇ ନେଇଥିଲା । ଦ୍ୱିତୀୟ ଦିନରେ ବି
Read More...

ଭାରତ-ଇଂଲଣ୍ଡ ଏକମାତ୍ର ଟେଷ୍ଟ ଅମିମାଂସିତ

ବ୍ରିଷ୍ଟଲ୍‌ : ସେଫାଳି ବର୍ମାଙ୍କ ଉଭୟ ପାଳିରେ ଅର୍ଦ୍ଧଶତକ ପରେ ଦୀପ୍ତି ଶର୍ମା ଓ ସ୍ନେହା ରାଣାଙ୍କ ଦ୍ୱିତୀୟ ପାଳି ଅର୍ଦ୍ଧଶତକ ବଳରେ ଭାରତୀୟ ମହିଳା ଦଳ ଘରୋଇ ଇଂଲଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ୍‌କୁ ଅମିମାଂସିତ ରଖିଛି । ପ୍ରଥମ ପାଳିରେ ୨୩୧ ରନ୍‌ କରି ୧୬୫ ରନ୍‌ରେ ପଛୁଆ ରହିବା ପରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ,
Read More...

ତପୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଲିଉଡ୍‌ର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରି ନିଜ ଟ୍ୱିଟ୍‌ରରେ ଲେଖିଛନ୍ତି ଯେ, ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଆ ସଙ୍ଗୀତ ଜଗତରେ ସେ
Read More...