ଗତ ୨୪ ଘଂଟାରେ ରାଜ୍ୟରେ ୩୫୭୭ ନୂଆ ଆକ୍ରାନ୍ତ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ୫୭୧
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୫୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୩୮୭୨୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୩୯ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୫୩୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା!-->…
Read More...
Read More...